ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

The Sakala Picture
Published On

ଭୁବନେଶ୍ବର : ଭଙ୍ଗ ହେଲା ରାଜ୍ୟ ବିଧାନସଭା। ୧୬ତମ ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ ମିଳିଛି। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ନବୀନ ସରକାରଙ୍କ ପଞ୍ଚମ ପାଳିର ଶେଷ କ୍ୟାବିନେଟ୍ ବୈଠକରେ ବିଧାନସଭା ଭଙ୍ଗ ପାଇଁ ସୁପାରିଶ ପ୍ରସ୍ତାବ କ୍ୟାବିନେଟରେ ପାରିତ ହୋଇଥିଲା। ଉଳ୍ଲେଖଯୋଗ୍ୟ ନିର୍ବାଚନ ଫଳାଫଳ ଘୋଷଣା ପୂର୍ବରୁ ପୁରୁଣା କ୍ୟାବିନେଟ ଭଙ୍ଗା ହୋଇଥାଏ। ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳ ନୂଆ ସରକାର ଗଢ଼ା ହେବା ପର୍ଯ୍ୟନ୍ତ କାମଚଳା […]

ଭୁବନେଶ୍ବର : ଭଙ୍ଗ ହେଲା ରାଜ୍ୟ ବିଧାନସଭା। ୧୬ତମ ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ ମିଳିଛି। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ନବୀନ ସରକାରଙ୍କ ପଞ୍ଚମ ପାଳିର ଶେଷ କ୍ୟାବିନେଟ୍ ବୈଠକରେ ବିଧାନସଭା ଭଙ୍ଗ ପାଇଁ ସୁପାରିଶ ପ୍ରସ୍ତାବ କ୍ୟାବିନେଟରେ ପାରିତ ହୋଇଥିଲା।

ଆହୁରି ପଢ଼ନ୍ତୁ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ, ହେଲା 'ଆଞ୍ଚଳିକ ବିଦ୍ୟାଳୟ ଶିକ୍ଷା ନିର୍ଦ୍ଦେଶାଳୟ'

ଆହୁରି ପଢ଼ନ୍ତୁ: ବିଜେଡିର ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅଗଷ୍ଟ ୧୫ ସୁଦ୍ଧା ଜିଲ୍ଲା ଓ ବ୍ଲକ କମିଟି ପୁନର୍ଗଠନ ପାଇଁ ଜିଲ୍ଲା ସଭାପତିଙ୍କୁ ନବୀନଙ୍କ ପରାମର୍ଶ

ଉଳ୍ଲେଖଯୋଗ୍ୟ ନିର୍ବାଚନ ଫଳାଫଳ ଘୋଷଣା ପୂର୍ବରୁ ପୁରୁଣା କ୍ୟାବିନେଟ ଭଙ୍ଗା ହୋଇଥାଏ। ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳ ନୂଆ ସରକାର ଗଢ଼ା ହେବା ପର୍ଯ୍ୟନ୍ତ କାମଚଳା ଦାୟିତ୍ୱରେ ରହିବା ପାଇଁ ପରାମର୍ଶ ଦେଇଥାନ୍ତି। ଏଥିସହ ନୂଆ ସରକାର ଗଢ଼ିବା ପାଇଁ ପ୍ରକିୟା ଆରମ୍ଭ ହୋଇ ଯାଇଥାଏ। ଆସନ୍ତା କାଲି ଫଳାଫଳ ଆସିବା ପରେ ସର୍ବାଧିକ ଆସନ ପାଇଥିବା ଦଳକୁ ସରକାର ଗଢ଼ିବା ପାଇଁ ରାଜ୍ୟପାଳ ଆମନ୍ତ୍ରଣ କରିବାର ବିଧି ରହିଛି।

ଆହୁରି ପଢ଼ନ୍ତୁ: ଶ୍ରୀଜୀଉଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଅଭିମୁଖେ ହଜାର ହଜାର ଭକ୍ତ: ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥରେ ପ୍ରବଳ ଟ୍ରାଫିକ୍ ଜାମ୍

03 Jun 2024 By The Sakala

ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ, ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର : ଭଙ୍ଗ ହେଲା ରାଜ୍ୟ ବିଧାନସଭା। ୧୬ତମ ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ ମିଳିଛି। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ନବୀନ ସରକାରଙ୍କ ପଞ୍ଚମ ପାଳିର ଶେଷ କ୍ୟାବିନେଟ୍ ବୈଠକରେ ବିଧାନସଭା ଭଙ୍ଗ ପାଇଁ ସୁପାରିଶ ପ୍ରସ୍ତାବ କ୍ୟାବିନେଟରେ ପାରିତ ହୋଇଥିଲା।

ଉଳ୍ଲେଖଯୋଗ୍ୟ ନିର୍ବାଚନ ଫଳାଫଳ ଘୋଷଣା ପୂର୍ବରୁ ପୁରୁଣା କ୍ୟାବିନେଟ ଭଙ୍ଗା ହୋଇଥାଏ। ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳ ନୂଆ ସରକାର ଗଢ଼ା ହେବା ପର୍ଯ୍ୟନ୍ତ କାମଚଳା ଦାୟିତ୍ୱରେ ରହିବା ପାଇଁ ପରାମର୍ଶ ଦେଇଥାନ୍ତି। ଏଥିସହ ନୂଆ ସରକାର ଗଢ଼ିବା ପାଇଁ ପ୍ରକିୟା ଆରମ୍ଭ ହୋଇ ଯାଇଥାଏ। ଆସନ୍ତା କାଲି ଫଳାଫଳ ଆସିବା ପରେ ସର୍ବାଧିକ ଆସନ ପାଇଥିବା ଦଳକୁ ସରକାର ଗଢ଼ିବା ପାଇଁ ରାଜ୍ୟପାଳ ଆମନ୍ତ୍ରଣ କରିବାର ବିଧି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର