ବାତ୍ୟା ମୁକାବିଲା: ଜଳ ସମ୍ପଦ ବିଭାଗର ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କଲେ ରାଜ୍ୟସରକାର

The Sakala Picture
Published On

ଭୁବନେଶ୍ଵର: ବାତ୍ୟା ୟାଶ’ର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହାକୁ ଦୃଷ୍ଟିରେ ସରକାର ଜଳ ସମ୍ପଦ ବିଭାଗର ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରିଦେଇଛନ୍ତି। ଏ ନେଇନ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବାତ୍ୟା ପାଇଁ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରିଦିଆଯାଇଛି। କେହି ମୁଖ୍ୟାଳୟ ଛାଡ଼ି ଯାଇପାରିବେ ନାହିଁ। ବାତ୍ୟା ଦ୍ବାରା ପ୍ରଭାବିତ ହେବାକୁ ଥିବା ଜିଲାକୁ ସଜାଗ ରହିବାକୁ […]

ଭୁବନେଶ୍ଵର: ବାତ୍ୟା ୟାଶ’ର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହାକୁ ଦୃଷ୍ଟିରେ ସରକାର ଜଳ ସମ୍ପଦ ବିଭାଗର ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରିଦେଇଛନ୍ତି। ଏ ନେଇନ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

ସେ କହିଛନ୍ତି ଯେ, ବାତ୍ୟା ପାଇଁ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରିଦିଆଯାଇଛି। କେହି ମୁଖ୍ୟାଳୟ ଛାଡ଼ି ଯାଇପାରିବେ ନାହିଁ। ବାତ୍ୟା ଦ୍ବାରା ପ୍ରଭାବିତ ହେବାକୁ ଥିବା ଜିଲାକୁ ସଜାଗ ରହିବାକୁ କୁହାଯାଇଛି। ଏଥିପାଇଁ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ଜିଲା ପ୍ରଶାସନ ସହ ମିଶି କାମ କରାଯିବ। ବାତ୍ୟା ପାଇଁ ୨୪ ଘଣ୍ଟିଆ କଂଟ୍ରୋଲ ରୁମ୍‌ ଖୋଲାଯାଇଛି। ପୂର୍ବରୁ ଅନେକ ବାତ୍ୟାର ଅନୁଭୂତି ରହିଛି। ସେହି ଅନୁଭୂତିକୁ ଆଧାର କରି ଏହି ବାତ୍ୟାର ମୁକାବିଲା କରାଯିବ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର