କଟକ ମହାନଗର ନିଗମ ଅଞ୍ଚଳରେ ଆଦାୟ କରାଯିବ ନାହିଁ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ

The Sakala Picture
Published On

ଭୁବନେଶ୍ୱର: ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ଏହା ଦ୍ୱାରା କଟକ ମହାନଗର ନିଗମ ଅଞ୍ଚଳରେ ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ ସାମୟିକ ଭାବରେ […]

ଭୁବନେଶ୍ୱର: ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ଆହୁରି ପଢ଼ନ୍ତୁ: ଜମ୍ମୁ: ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କ ଉପରେ ଗୁଳିମାଡ଼, ୨୦ ବର୍ଷ ଧରି ହତ୍ୟା ଷଡ଼ଯନ୍ତ୍ର ରଚୁଥିଲା ଆକ୍ରମଣକାରୀ

ଏହା ଦ୍ୱାରା କଟକ ମହାନଗର ନିଗମ ଅଞ୍ଚଳରେ ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ ସାମୟିକ ଭାବରେ ଆୟୋଜିତ ହେଉଥିବା ବିଭିନ୍ନ ପୂଜା ଉତ୍ସବ ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ । ଚଳିତ ବର୍ଷ ଆଗାମୀ ଦିନରେ ଦୂର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ଓ କାର୍ତ୍ତିକେଶ୍ୱର ପୂଜା ଆଦି ଅନେକ ପୂଜା ଅନୁଷ୍ଠିତ ହେବାର ଅଛି। ଏସବୁ ପୂଜା ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ କଟକ ମହାନିଗମ ପକ୍ଷରୁ ଆଦାୟ କରାଯିବ ନାହିଁ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସର ହ୍ବିପ୍ ଜାରି: ୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ନ ଛାଡ଼ିବାକୁ ନିର୍ଦ୍ଦେଶ

08 Oct 2023 By The Sakala

କଟକ ମହାନଗର ନିଗମ ଅଞ୍ଚଳରେ ଆଦାୟ କରାଯିବ ନାହିଁ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ

ଭୁବନେଶ୍ୱର: ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ଏହା ଦ୍ୱାରା କଟକ ମହାନଗର ନିଗମ ଅଞ୍ଚଳରେ ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ ସାମୟିକ ଭାବରେ ଆୟୋଜିତ ହେଉଥିବା ବିଭିନ୍ନ ପୂଜା ଉତ୍ସବ ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ । ଚଳିତ ବର୍ଷ ଆଗାମୀ ଦିନରେ ଦୂର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ଓ କାର୍ତ୍ତିକେଶ୍ୱର ପୂଜା ଆଦି ଅନେକ ପୂଜା ଅନୁଷ୍ଠିତ ହେବାର ଅଛି। ଏସବୁ ପୂଜା ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ କଟକ ମହାନିଗମ ପକ୍ଷରୁ ଆଦାୟ କରାଯିବ ନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର