ସୀମାନ୍ତ ସୁକୁମାରେ ଗୁଳିବିନିମୟ, ଜଣେ ନକ୍ସଲ ନିହତ

The Sakala Picture
Published On

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୁଲିସକୁ ମିଳିଛି  ସଫଳତା। ପୁଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ ଚୌହାନଙ୍କ ସୂଚନା ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ପୁଲିସ ଓ ଡିଆରଜି ଯବାନ ତେଟରାଇ ଟୋଲନଇ ଜଙ୍ଗଳରେ ଚଢ଼ାଉ କରିଥିଲେ। ଆଜି ସକାଳୁ ନକ୍ସଲ ଏବଂ ପୁଲିସ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଗୁଳିବିନିମୟରେ ଜଣେ ନକ୍ସଲ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳରେ ସର୍ଚ୍ଚ ଅପେରେସନ ଜାରି ରଖିଛି। […]

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୁଲିସକୁ ମିଳିଛି  ସଫଳତା। ପୁଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ ଚୌହାନଙ୍କ ସୂଚନା ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ପୁଲିସ ଓ ଡିଆରଜି ଯବାନ ତେଟରାଇ ଟୋଲନଇ ଜଙ୍ଗଳରେ ଚଢ଼ାଉ କରିଥିଲେ। ଆଜି ସକାଳୁ ନକ୍ସଲ ଏବଂ ପୁଲିସ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଗୁଳିବିନିମୟରେ ଜଣେ ନକ୍ସଲ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳରେ ସର୍ଚ୍ଚ ଅପେରେସନ ଜାରି ରଖିଛି। ନକ୍ସଲ ଛତ୍ରଭଙ୍ଗ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

18 May 2024 By The Sakala

ସୀମାନ୍ତ ସୁକୁମାରେ ଗୁଳିବିନିମୟ, ଜଣେ ନକ୍ସଲ ନିହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୁଲିସକୁ ମିଳିଛି  ସଫଳତା। ପୁଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ ଚୌହାନଙ୍କ ସୂଚନା ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ପୁଲିସ ଓ ଡିଆରଜି ଯବାନ ତେଟରାଇ ଟୋଲନଇ ଜଙ୍ଗଳରେ ଚଢ଼ାଉ କରିଥିଲେ। ଆଜି ସକାଳୁ ନକ୍ସଲ ଏବଂ ପୁଲିସ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଗୁଳିବିନିମୟରେ ଜଣେ ନକ୍ସଲ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳରେ ସର୍ଚ୍ଚ ଅପେରେସନ ଜାରି ରଖିଛି। ନକ୍ସଲ ଛତ୍ରଭଙ୍ଗ ଦେଇଛନ୍ତି।

https://www.thesakala.in/latest-odisha-news/gunfight-at-border-sukma-naxal-dies-in-encounter/article-32235
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର