ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରାଜଧାନୀରେ ଚାଞ୍ଚଲ୍ୟ; ଘର ଭିତରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

The Sakala Picture
Published On

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ଘର ଭିତରୁ ମିଳିଛି ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ । ଖାରବେଳନଗର ଥାନା ଅନ୍ତର୍ଗତ ମଧୁସୂଦନ ନଗର ଅଞ୍ଚଳରେ ୨୪ ନମ୍ବର ପ୍ଲଟରୁ ମହିଳାଙ୍କ ଦଗ୍ଧ ଶରୀର ଉଦ୍ଧାର ହୋଇଛି । ମହିଳାଙ୍କୁ କିରାସିନି ଢାଳି ପୋଡ଼ି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ମହିଳା ଜଣକ ହେଉଛନ୍ତି ୫୨ ବର୍ଷୀୟ ମିନୁଶ୍ର ପ୍ରହରାଜ । ଏନେଇ ସ୍ୱାମୀଙ୍କୁ ପଚରା ଉଚରା ଜାରି ରହିଛି। ଶେଷ ଥର ପାଇଁ ସ୍ତ୍ରୀଙ୍କୁ ଗତକାଲି ରାତି […]

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ଘର ଭିତରୁ ମିଳିଛି ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ । ଖାରବେଳନଗର ଥାନା ଅନ୍ତର୍ଗତ ମଧୁସୂଦନ ନଗର ଅଞ୍ଚଳରେ ୨୪ ନମ୍ବର ପ୍ଲଟରୁ ମହିଳାଙ୍କ ଦଗ୍ଧ ଶରୀର ଉଦ୍ଧାର ହୋଇଛି । ମହିଳାଙ୍କୁ କିରାସିନି ଢାଳି ପୋଡ଼ି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ମହିଳା ଜଣକ ହେଉଛନ୍ତି ୫୨ ବର୍ଷୀୟ ମିନୁଶ୍ର ପ୍ରହରାଜ । ଏନେଇ ସ୍ୱାମୀଙ୍କୁ ପଚରା ଉଚରା ଜାରି ରହିଛି। ଶେଷ ଥର ପାଇଁ ସ୍ତ୍ରୀଙ୍କୁ ଗତକାଲି ରାତି ୯ଟା ୩୦ରେ ଦେଖିଥିଲେ ସ୍ୱାମୀ ବିଷ୍ଣୁ ମୋହନ ପ୍ରହରାଜ I ଖବର ପାଇ ଘଟଣାସ୍ଥଳରେ ଖରବେଳନଗର ଥାନା ପୁଲିସ ପହଁଚି ତଦନ୍ତ ଆରମ୍ଭ କରିଛି । ତେବେ ମହିଳା ଜଣଙ୍କୁ କିଏ ଓ ସେ କେମିତି ପୋଡି ହୋଇ ମୃତ୍ୟୁବରଣ କଲେ ତାକୁ ନେଇ ସମସ୍ତଙ୍କ ମନରେ ପ୍ରଶ୍ନ ଉଠିଛି ?

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

18 Aug 2022 By The Sakala

ରାଜଧାନୀରେ ଚାଞ୍ଚଲ୍ୟ; ଘର ଭିତରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ଘର ଭିତରୁ ମିଳିଛି ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ । ଖାରବେଳନଗର ଥାନା ଅନ୍ତର୍ଗତ ମଧୁସୂଦନ ନଗର ଅଞ୍ଚଳରେ ୨୪ ନମ୍ବର ପ୍ଲଟରୁ ମହିଳାଙ୍କ ଦଗ୍ଧ ଶରୀର ଉଦ୍ଧାର ହୋଇଛି । ମହିଳାଙ୍କୁ କିରାସିନି ଢାଳି ପୋଡ଼ି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ମହିଳା ଜଣକ ହେଉଛନ୍ତି ୫୨ ବର୍ଷୀୟ ମିନୁଶ୍ର ପ୍ରହରାଜ । ଏନେଇ ସ୍ୱାମୀଙ୍କୁ ପଚରା ଉଚରା ଜାରି ରହିଛି। ଶେଷ ଥର ପାଇଁ ସ୍ତ୍ରୀଙ୍କୁ ଗତକାଲି ରାତି ୯ଟା ୩୦ରେ ଦେଖିଥିଲେ ସ୍ୱାମୀ ବିଷ୍ଣୁ ମୋହନ ପ୍ରହରାଜ I ଖବର ପାଇ ଘଟଣାସ୍ଥଳରେ ଖରବେଳନଗର ଥାନା ପୁଲିସ ପହଁଚି ତଦନ୍ତ ଆରମ୍ଭ କରିଛି । ତେବେ ମହିଳା ଜଣଙ୍କୁ କିଏ ଓ ସେ କେମିତି ପୋଡି ହୋଇ ମୃତ୍ୟୁବରଣ କଲେ ତାକୁ ନେଇ ସମସ୍ତଙ୍କ ମନରେ ପ୍ରଶ୍ନ ଉଠିଛି ?

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର