ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ: ୨୨ ଜାନୁଆରୀକୁ ହାଫ୍ ଡେ’ ଛୁଟି ଘୋଷଣା କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ବର: ଜାନୁଆରୀ ୨୨ରେ ହାଫ୍‌ ଡେ’ ଛୁଟି । ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ’ ଛୁଟି ଘୋଷଣା କରାଯାଇଛି।୨୨ ତାରିଖ ଅପରାହ୍ନ ୨ଟା ୩୦ ଯାଏଁ ଅଫିସ ଛୁଟି ଘୋଷଣା ହୋଇଛି। ପୂର୍ବରୁ, ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ  ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କରିଥିଲେ କେନ୍ଦ୍ର ସରକାର । ସାରା ଦେଶରେ ଥିବା […]

ଭୁବନେଶ୍ବର: ଜାନୁଆରୀ ୨୨ରେ ହାଫ୍‌ ଡେ’ ଛୁଟି । ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ’ ଛୁଟି ଘୋଷଣା କରାଯାଇଛି।୨୨ ତାରିଖ ଅପରାହ୍ନ ୨ଟା ୩୦ ଯାଏଁ ଅଫିସ ଛୁଟି ଘୋଷଣା ହୋଇଛି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ପୂର୍ବରୁ, ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ  ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କରିଥିଲେ କେନ୍ଦ୍ର ସରକାର । ସାରା ଦେଶରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି ହୋଇଥିଲା। ସେହିଦିନ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଏଗୁଡ଼ିକ ଛୁଟି ରହିବ ବୋଲି କୁହାଯାଇଥିଲା।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର