ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା, ସ୍ଥିତି ସମୀକ୍ଷା କଲେ ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ

The Sakala Picture
Published On

ରାଉରକେଲା: ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଘଟଣାର ସ୍ଥିତି ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ । ଡାକ୍ତର ଓ ବରିଷ୍ଠ ଅଧିକାରୀଙ୍କ ସହିତ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । ସ୍ବାସ୍ଥ୍ୟ ସଚିବ କହିଛନ୍ତି, ପରିସ୍ଥିତି ଏବେ ନିୟନ୍ତ୍ରଣକୁ ଆସୁଛି । ଆକ୍ରାନ୍ତଙ୍କ ସଂଖ୍ୟା ଆଉ ବୃଦ୍ଧି ପାଉନାହିଁ । ନୂଆ ରୋଗୀ ଗୁରୁତର ମଧ୍ୟ ହେଉନାହାନ୍ତି । ଆସନ୍ତା ୨ରୁ ୩ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ସମ୍ପୂର୍ଣ୍ଣ କମିଯିବ ବୋଲି ଆଶା କରାଯାଉଛି । ଜିଲ୍ଲାର […]

ରାଉରକେଲା: ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଘଟଣାର ସ୍ଥିତି ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ । ଡାକ୍ତର ଓ ବରିଷ୍ଠ ଅଧିକାରୀଙ୍କ ସହିତ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । ସ୍ବାସ୍ଥ୍ୟ ସଚିବ କହିଛନ୍ତି, ପରିସ୍ଥିତି ଏବେ ନିୟନ୍ତ୍ରଣକୁ ଆସୁଛି । ଆକ୍ରାନ୍ତଙ୍କ ସଂଖ୍ୟା ଆଉ ବୃଦ୍ଧି ପାଉନାହିଁ । ନୂଆ ରୋଗୀ ଗୁରୁତର ମଧ୍ୟ ହେଉନାହାନ୍ତି । ଆସନ୍ତା ୨ରୁ ୩ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ସମ୍ପୂର୍ଣ୍ଣ କମିଯିବ ବୋଲି ଆଶା କରାଯାଉଛି ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଜିଲ୍ଲାର ବିଭିନ୍ନ ସ୍ଥାନରୁ ପାଣି ନମୁନା ପରୀକ୍ଷା କରାଯାଇଛି । ଆକ୍ରାନ୍ତ ହେବାର କାରଣ ଖୋଜିବ ସ୍ୱତନ୍ତ୍ର ଟିମ୍ । ରୋଗୀଙ୍କୁ ଚିକିତ୍ସା ପାଇଁ ଚଐଉ ୨୪ଘଣ୍ଟା ଚାଲିବ । ରାତିରେ ମଧ୍ୟ ରୋଗୀ ଆସିଲେ ଚିକିତ୍ସା କରାଯିବ। ବର୍ତ୍ତମାନ ସୁଦ୍ଧା ୧୦୨୫ ଜଣ ଝାଡ଼ାବାନ୍ତି ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ୬ ଜଣଙ୍କର ଜୀବନ ଯାଇଛି । ଗତକାଲି ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷ ଝାଡ଼ାବାନ୍ତିର ସମୀକ୍ଷା କରିଥିବା ବେଳେ, ଆଜି ସ୍ଥିତି ଅନୁଧ୍ୟାନ କରିଛନ୍ତି ସ୍ବାସ୍ଥ୍ୟ ସଚିବ ଓ ନଗର ଉନ୍ନୟନ ବିଭାଗ ସଚିବ । ଜନସ୍ଵାସ୍ଥ୍ୟ ନିର୍ଦେଶକ ଓ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ସହ ୬ ବରିଷ୍ଠ ଅଧିକାରୀ ମଧ୍ୟ ସାମିଲ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

20 Dec 2023 By The Sakala

ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା, ସ୍ଥିତି ସମୀକ୍ଷା କଲେ ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ

ରାଉରକେଲା: ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଘଟଣାର ସ୍ଥିତି ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ । ଡାକ୍ତର ଓ ବରିଷ୍ଠ ଅଧିକାରୀଙ୍କ ସହିତ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । ସ୍ବାସ୍ଥ୍ୟ ସଚିବ କହିଛନ୍ତି, ପରିସ୍ଥିତି ଏବେ ନିୟନ୍ତ୍ରଣକୁ ଆସୁଛି । ଆକ୍ରାନ୍ତଙ୍କ ସଂଖ୍ୟା ଆଉ ବୃଦ୍ଧି ପାଉନାହିଁ । ନୂଆ ରୋଗୀ ଗୁରୁତର ମଧ୍ୟ ହେଉନାହାନ୍ତି । ଆସନ୍ତା ୨ରୁ ୩ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ସମ୍ପୂର୍ଣ୍ଣ କମିଯିବ ବୋଲି ଆଶା କରାଯାଉଛି ।

ଜିଲ୍ଲାର ବିଭିନ୍ନ ସ୍ଥାନରୁ ପାଣି ନମୁନା ପରୀକ୍ଷା କରାଯାଇଛି । ଆକ୍ରାନ୍ତ ହେବାର କାରଣ ଖୋଜିବ ସ୍ୱତନ୍ତ୍ର ଟିମ୍ । ରୋଗୀଙ୍କୁ ଚିକିତ୍ସା ପାଇଁ ଚଐଉ ୨୪ଘଣ୍ଟା ଚାଲିବ । ରାତିରେ ମଧ୍ୟ ରୋଗୀ ଆସିଲେ ଚିକିତ୍ସା କରାଯିବ। ବର୍ତ୍ତମାନ ସୁଦ୍ଧା ୧୦୨୫ ଜଣ ଝାଡ଼ାବାନ୍ତି ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ୬ ଜଣଙ୍କର ଜୀବନ ଯାଇଛି । ଗତକାଲି ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷ ଝାଡ଼ାବାନ୍ତିର ସମୀକ୍ଷା କରିଥିବା ବେଳେ, ଆଜି ସ୍ଥିତି ଅନୁଧ୍ୟାନ କରିଛନ୍ତି ସ୍ବାସ୍ଥ୍ୟ ସଚିବ ଓ ନଗର ଉନ୍ନୟନ ବିଭାଗ ସଚିବ । ଜନସ୍ଵାସ୍ଥ୍ୟ ନିର୍ଦେଶକ ଓ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ସହ ୬ ବରିଷ୍ଠ ଅଧିକାରୀ ମଧ୍ୟ ସାମିଲ ହୋଇଛନ୍ତି ।

https://www.thesakala.in/latest-odisha-news/health-and-urban-development-detment-secretary-on-rourkela-diarrhea-crisis/article-28428
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର