ରାଜ୍ୟରୁ ହଟିନି ମାସ୍କ ପିନ୍ଧିବା କଟକଣା, ସମସ୍ତେ କୋଭିଡ୍ ନିୟମ ପାଳନ କଲେ ସ୍ଥିତି ନିୟନ୍ତ୍ରଣରେ ରହିବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି କି, ରାଜ୍ୟରୁ ମାସ୍କ ପିନ୍ଧିବା କଟକଣା ହଟିନାହିଁ। ଭିଡ଼ ସ୍ଥାନକୁ ଗଲେ ମାସ୍କ ପିନ୍ଧିବା ଦରକାର । ଦିଲ୍ଲୀ ଓ ଅନ୍ୟ ରାଜ୍ୟରେ ପରିସ୍ଥିତି ଜଟିଳ ହେଉଥିବା ବେଳେ ଓଡ଼ିଶାରେ ସ୍ଥିତି ଭଲ ଅଛି । ଦୈନିକ ସଂକ୍ରମଣ ୧୦ ରୁ ୨୦ ମଧ୍ୟରେ ରହୁଛି। ତେଣୁ ସମସ୍ତେ କୋଭିଡ ନିୟମପାଳନ କଲେ ରାଜ୍ୟର ସ୍ଥିତି ନିୟନ୍ତ୍ରଣ ରହିବ […]

ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି କି, ରାଜ୍ୟରୁ ମାସ୍କ ପିନ୍ଧିବା କଟକଣା ହଟିନାହିଁ। ଭିଡ଼ ସ୍ଥାନକୁ ଗଲେ ମାସ୍କ ପିନ୍ଧିବା ଦରକାର । ଦିଲ୍ଲୀ ଓ ଅନ୍ୟ ରାଜ୍ୟରେ ପରିସ୍ଥିତି ଜଟିଳ ହେଉଥିବା ବେଳେ ଓଡ଼ିଶାରେ ସ୍ଥିତି ଭଲ ଅଛି । ଦୈନିକ ସଂକ୍ରମଣ ୧୦ ରୁ ୨୦ ମଧ୍ୟରେ ରହୁଛି। ତେଣୁ ସମସ୍ତେ କୋଭିଡ ନିୟମପାଳନ କଲେ ରାଜ୍ୟର ସ୍ଥିତି ନିୟନ୍ତ୍ରଣ ରହିବ । ସେ ଆହୁରି ମଧ୍ୟ କହିଛନ୍ତି କି, ଯେଉଁଠି ଆବଶ୍ୟକ ଅଛି ସେଠାରେ ନୂଆ ରଣନୀତି ଆପଣେଇବା ପାଇଁ ସବୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।ଏହା ସହ ସ୍ୱାସ୍ଥ୍ୟ ବିଭାଗ ସ୍ଥିତି ଉପରେ ସମ୍ପୂର୍ଣ୍ଣ ନଜର ରଖିଛି । ଆଗକୁ ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

19 Apr 2022 By The Sakala

ରାଜ୍ୟରୁ ହଟିନି ମାସ୍କ ପିନ୍ଧିବା କଟକଣା, ସମସ୍ତେ କୋଭିଡ୍ ନିୟମ ପାଳନ କଲେ ସ୍ଥିତି ନିୟନ୍ତ୍ରଣରେ ରହିବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି କି, ରାଜ୍ୟରୁ ମାସ୍କ ପିନ୍ଧିବା କଟକଣା ହଟିନାହିଁ। ଭିଡ଼ ସ୍ଥାନକୁ ଗଲେ ମାସ୍କ ପିନ୍ଧିବା ଦରକାର । ଦିଲ୍ଲୀ ଓ ଅନ୍ୟ ରାଜ୍ୟରେ ପରିସ୍ଥିତି ଜଟିଳ ହେଉଥିବା ବେଳେ ଓଡ଼ିଶାରେ ସ୍ଥିତି ଭଲ ଅଛି । ଦୈନିକ ସଂକ୍ରମଣ ୧୦ ରୁ ୨୦ ମଧ୍ୟରେ ରହୁଛି। ତେଣୁ ସମସ୍ତେ କୋଭିଡ ନିୟମପାଳନ କଲେ ରାଜ୍ୟର ସ୍ଥିତି ନିୟନ୍ତ୍ରଣ ରହିବ । ସେ ଆହୁରି ମଧ୍ୟ କହିଛନ୍ତି କି, ଯେଉଁଠି ଆବଶ୍ୟକ ଅଛି ସେଠାରେ ନୂଆ ରଣନୀତି ଆପଣେଇବା ପାଇଁ ସବୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।ଏହା ସହ ସ୍ୱାସ୍ଥ୍ୟ ବିଭାଗ ସ୍ଥିତି ଉପରେ ସମ୍ପୂର୍ଣ୍ଣ ନଜର ରଖିଛି । ଆଗକୁ ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର