ରାଜ୍ୟରେ ସଂକ୍ରମଣ କମିବା ପାଇଁ ଆଉ ୨ ସପ୍ତାହ ଲକଡାଉନ୍ ଜରୁରୀ: ସ୍ୱାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ନିରୋଜ ମିଶ୍ର

The Sakala Picture
Published On

ଭୁବନେଶ୍ୱର: ଦେଶରେ କୋଭିଡ୍‌ ସଂକ୍ରମଣ ପିକ୍‌ରେ ପହଞ୍ଚି ସାରିଛି । ସଂକ୍ରମଣ ସ୍ଥିର ରହିଥିବା ବେଳେ ସୁସ୍ଥତା ହାର ବଢିଛି । ଏବେ ରାଜ୍ୟରେ ପ୍ଲାଟ୍ୟୁ ଷ୍ଟେଜରେ ରହିଛି କରୋନା । ଆଉ ୨ ସପ୍ତାହ ଲକଡାଉନ ବଢ଼ିଲେ ରାଜ୍ୟରେ ସଂକ୍ରମଣ କମିବ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ନିରୋଜ ମିଶ୍ର କହିଛନ୍ତି । ମେ ଶେଷ ବେଳକୁ କରୋନା ସଂକ୍ରମଣ ଧୀରେ ଧୀରେ କମିବା ଆରମ୍ଭ ହେବ ବୋଲି ଡାକ୍ତର ନିରୋଜ ମିଶ୍ର କହିଛନ୍ତି । […]

ଭୁବନେଶ୍ୱର: ଦେଶରେ କୋଭିଡ୍‌ ସଂକ୍ରମଣ ପିକ୍‌ରେ ପହଞ୍ଚି ସାରିଛି । ସଂକ୍ରମଣ ସ୍ଥିର ରହିଥିବା ବେଳେ ସୁସ୍ଥତା ହାର ବଢିଛି । ଏବେ ରାଜ୍ୟରେ ପ୍ଲାଟ୍ୟୁ ଷ୍ଟେଜରେ ରହିଛି କରୋନା । ଆଉ ୨ ସପ୍ତାହ ଲକଡାଉନ ବଢ଼ିଲେ ରାଜ୍ୟରେ ସଂକ୍ରମଣ କମିବ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ନିରୋଜ ମିଶ୍ର କହିଛନ୍ତି । ମେ ଶେଷ ବେଳକୁ କରୋନା ସଂକ୍ରମଣ ଧୀରେ ଧୀରେ କମିବା ଆରମ୍ଭ ହେବ ବୋଲି ଡାକ୍ତର ନିରୋଜ ମିଶ୍ର କହିଛନ୍ତି ।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

ଗତ କିଛିଦିନ ପରେ ରାଜ୍ୟରେ ପୁଣି ସଂକ୍ରମଣ ହାର ଅଧିକ ହେଉଥିବାରୁ ଏହାକୁ ନିୟନ୍ତ୍ରଣ କରିବାକୁ ଲକଡାଉନ ଅବଧିରେ ବୃଦ୍ଧି କରିବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି । ସେପଟେ ରାଜ୍ୟରେ ଦୈନିକ ଟେଷ୍ଟିଂ ୫୦ହଜାର ଉପରେ ରହିଛି । ଆଗକୁ ଦିନକୁ ୬୦ ହଜାର ଟେଷ୍ଟିଂ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

ସେପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ଲକ୍ଷ ପାର କରିଛି। ଦିନକରେ ୧୧ହଜାର ୮୦୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୧ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର