ସକାଳୁ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି: ୮ ଟା ୩୦ ସୁଦ୍ଧା ୩୨ ଡିଗ୍ରୀ ଡେଇଁଲା ଭୁବନେଶ୍ବର ତାପମାତ୍ରା

The Sakala Picture
Published On

ଭୁବନେଶ୍ୱର: ସକାଳୁ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ ଛଟପଟ ହେଉଛି ସାରା ଓଡ଼ିଶା। ଗୋଟିଏ ପରେ ଗୋଟିଏ ସହରରେ ତାପମାତ୍ରା ଲମ୍ବା ଲମ୍ଫ ମାରୁଛି। ରାଜଧାନୀରେ ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୩୨ ଡିଗ୍ରୀ ପାର କରିଛି। ଭୁବନେଶ୍ୱରର ତାପମାତ୍ରା ୩୨.୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଆଦ୍ରତା ୭୪.୨% ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର