ମାଡି ଆସୁଛି ଖରା, ଅପ୍ରେଲ ପହିଲାରୁ ନିସ୍ତାର ନାହିଁ ! ଆହୁରି ବଢିବ ପାରଦ, ସତର୍କ କରାଇଲେ ଏସଆରସି

The Sakala Picture
Published On

ଭୁବନେଶ୍ବର : ମାଡି ଆସୁଛି ଖରା। ଏପ୍ରିଲ ପହିଲାରୁ ଆହୁରି ବଢିବ ଗ୍ରୀଷ୍ମର ପ୍ରକୋପ। ରାଜଧାନୀ ସମେତ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲା ତାତିବ। ବିଶେଷକରି ପ୍ରଥମ ସପ୍ତାହରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେବ। ଏହାକୁ ନଜରରେ ରଖି ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ଛଅ ଜିଲ୍ଲା ପାଇଁ ହିଟୱେଭ୍ ଜାରି ହୋଇଛି । ସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଛଅ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ଅପରପକ୍ଷରେ ମାର୍ଚ୍ଚ ୨୯ ଓ ୩୦ରେ କେତେକ ସ୍ଥାନରେ […]

ଭୁବନେଶ୍ବର : ମାଡି ଆସୁଛି ଖରା। ଏପ୍ରିଲ ପହିଲାରୁ ଆହୁରି ବଢିବ ଗ୍ରୀଷ୍ମର ପ୍ରକୋପ। ରାଜଧାନୀ ସମେତ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲା ତାତିବ। ବିଶେଷକରି ପ୍ରଥମ ସପ୍ତାହରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେବ। ଏହାକୁ ନଜରରେ ରଖି ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ଛଅ ଜିଲ୍ଲା ପାଇଁ ହିଟୱେଭ୍ ଜାରି ହୋଇଛି । ସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଛଅ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: ‘ବିଜୁ ଶ୍ରମିକ ବନ୍ଧୁ’ ସମ୍ମାନ ନାମ ବଦଳାଇଲେ ରାଜ୍ୟ ସରକାର, ହେବ ‘ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ’

ଅପରପକ୍ଷରେ ମାର୍ଚ୍ଚ ୨୯ ଓ ୩୦ରେ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର କହିଛି । ସୋମବାର ପୂର୍ବାହ୍ନ ସୁଦ୍ଧା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଳ୍ଲାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି ।

ଆହୁରି ପଢ଼ନ୍ତୁ: ପୁଣି ବିବାଦରେ FM ସ୍ୱୟଂଶାସିତ ମହାବିଦ୍ୟାଳୟ: ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ହ୍ଵାଟସଆପ୍ ଡାର୍ଟି ମେସେଜ୍ ଭାଇରାଲ୍

ଆହୁରି ପଢ଼ନ୍ତୁ: ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ଗାଁ ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

29 Mar 2021 By The Sakala

ମାଡି ଆସୁଛି ଖରା, ଅପ୍ରେଲ ପହିଲାରୁ ନିସ୍ତାର ନାହିଁ ! ଆହୁରି ବଢିବ ପାରଦ, ସତର୍କ କରାଇଲେ ଏସଆରସି

ଭୁବନେଶ୍ବର : ମାଡି ଆସୁଛି ଖରା। ଏପ୍ରିଲ ପହିଲାରୁ ଆହୁରି ବଢିବ ଗ୍ରୀଷ୍ମର ପ୍ରକୋପ। ରାଜଧାନୀ ସମେତ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲା ତାତିବ। ବିଶେଷକରି ପ୍ରଥମ ସପ୍ତାହରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେବ। ଏହାକୁ ନଜରରେ ରଖି ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ଛଅ ଜିଲ୍ଲା ପାଇଁ ହିଟୱେଭ୍ ଜାରି ହୋଇଛି । ସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଛଅ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ କୁହାଯାଇଛି ।

ଅପରପକ୍ଷରେ ମାର୍ଚ୍ଚ ୨୯ ଓ ୩୦ରେ କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର କହିଛି । ସୋମବାର ପୂର୍ବାହ୍ନ ସୁଦ୍ଧା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଳ୍ଲାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର