ରାଜ୍ୟକୁ ପୁଣି ଫେରିଲା ତାତି, ଆଜି ୪୨ ଡିଗ୍ରୀ ସହ ବୌଦ୍ଧ ସବୁଠାରୁ ଉତ୍ତପ୍ତ ସହର

The Sakala Picture
Published On

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିଲା ତାତି ।୧୪ ସହରର ତାପାମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୪୨ ଡିଗ୍ରୀ ସହ ବୌଦ୍ଧ ସୁବଠାରୁ ଉତ୍ତପ୍ତ ସହର ପାଲଟିଛି । ଝାରସୁଗୁଡା ଓ ସମ୍ବଲପୁରରେ ୪୧.୬ ଡିଗ୍ରୀ ତାପାମାତ୍ରା ରେକର୍ଡ କରାଯାଇଛି । ସେହିଭଳି ରାଉରକେଲା ୪୧.୪, ଅନୁଗୁଳ ୪୧ .୧ , ସୁନ୍ଦରଗଡରେ ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସ୍ବାଭାବିକ ଠାରୁ ଦିନର ତାପମାତ୍ରା ଅଧିକ ରହିବାରୁ ଗରମ ଓ ଗୁଳୁଗୁଳିରେ ଆଉଟୁ ପାଉଟୁ ହୋଇଛନ୍ତି […]

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିଲା ତାତି ।୧୪ ସହରର ତାପାମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୪୨ ଡିଗ୍ରୀ ସହ ବୌଦ୍ଧ ସୁବଠାରୁ ଉତ୍ତପ୍ତ ସହର ପାଲଟିଛି । ଝାରସୁଗୁଡା ଓ ସମ୍ବଲପୁରରେ ୪୧.୬ ଡିଗ୍ରୀ ତାପାମାତ୍ରା ରେକର୍ଡ କରାଯାଇଛି । ସେହିଭଳି ରାଉରକେଲା ୪୧.୪, ଅନୁଗୁଳ ୪୧ .୧ , ସୁନ୍ଦରଗଡରେ ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ସାରା ରାଜ୍ୟରେ ପେଟ୍ରୋଲ-ଡିଜେଲ ସଙ୍କଟ, ଠପ୍ ହୋଇଯିବ କି ବସ୍ ସେବା !

ସ୍ବାଭାବିକ ଠାରୁ ଦିନର ତାପମାତ୍ରା ଅଧିକ ରହିବାରୁ ଗରମ ଓ ଗୁଳୁଗୁଳିରେ ଆଉଟୁ ପାଉଟୁ ହୋଇଛନ୍ତି ଲୋକ । ଉପକୂଳ ଓ ମଧ୍ୟ ଓଡ଼ିଶାରେ ଅଧିକ ଗୁଳଗୁଳି ଅନୁଭୂତ ହେଉଛି । ଆସନ୍ତା ତିନିରୁ ଚାରିଦିନ ଏଭଳି ସ୍ଥିତି ଲାଗିରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଭୋଟର ତାଲିକା ସଂଶୋଧନ: ଓଡ଼ିଶା ସମେତ ୧୬ଟି ରାଜ୍ୟରେ ହେବ ତୃତୀୟ ପର୍ଯ୍ୟାୟ ‘SIR’

08 May 2023 By The Sakala

ରାଜ୍ୟକୁ ପୁଣି ଫେରିଲା ତାତି, ଆଜି ୪୨ ଡିଗ୍ରୀ ସହ ବୌଦ୍ଧ ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିଲା ତାତି ।୧୪ ସହରର ତାପାମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୪୨ ଡିଗ୍ରୀ ସହ ବୌଦ୍ଧ ସୁବଠାରୁ ଉତ୍ତପ୍ତ ସହର ପାଲଟିଛି । ଝାରସୁଗୁଡା ଓ ସମ୍ବଲପୁରରେ ୪୧.୬ ଡିଗ୍ରୀ ତାପାମାତ୍ରା ରେକର୍ଡ କରାଯାଇଛି । ସେହିଭଳି ରାଉରକେଲା ୪୧.୪, ଅନୁଗୁଳ ୪୧ .୧ , ସୁନ୍ଦରଗଡରେ ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ସ୍ବାଭାବିକ ଠାରୁ ଦିନର ତାପମାତ୍ରା ଅଧିକ ରହିବାରୁ ଗରମ ଓ ଗୁଳୁଗୁଳିରେ ଆଉଟୁ ପାଉଟୁ ହୋଇଛନ୍ତି ଲୋକ । ଉପକୂଳ ଓ ମଧ୍ୟ ଓଡ଼ିଶାରେ ଅଧିକ ଗୁଳଗୁଳି ଅନୁଭୂତ ହେଉଛି । ଆସନ୍ତା ତିନିରୁ ଚାରିଦିନ ଏଭଳି ସ୍ଥିତି ଲାଗିରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର