ରାଜ୍ଯରେ ୩ଦିନ ପର୍ଯ୍ଯନ୍ତ ଜାରି ରହିବ ଗ୍ରୀଷ୍ମ ପ୍ରବାହ

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ତାତିରେ ସିଝୁଛି ସାରା ଓଡ଼ିଶା। ଅସ୍ତବ୍ଯସ୍ତ ହୋଇପଡ଼ିଛି ଜନଜୀବନ।  ତେବେ ସାରା ରାଜ୍ୟରେ ଏହି ଗ୍ରୀଷ୍ମ ପ୍ରବାହ ଆହୁରି ୩ ଦିନ ପର୍ଯ୍ଯନ୍ତ ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ କହିଛନ୍ତି । ଆଗାମୀ ୩ ଦିନ ପର୍ଯ୍ଯନ୍ତ ପାଗରେ କୌଣସି ପରିବର୍ତ୍ତନ ହେବାର ନାହିଁ ବୋଲି ଆଶଙ୍କା କରାଯାଉଛି। ଆଜିଠାରୁ ୨୯ ତାରିଖ ପର୍ଯ୍ଯନ୍ତ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । […]

ଭୁବନେଶ୍ବର: ରାଜ୍ଯରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ତାତିରେ ସିଝୁଛି ସାରା ଓଡ଼ିଶା। ଅସ୍ତବ୍ଯସ୍ତ ହୋଇପଡ଼ିଛି ଜନଜୀବନ।  ତେବେ ସାରା ରାଜ୍ୟରେ ଏହି ଗ୍ରୀଷ୍ମ ପ୍ରବାହ ଆହୁରି ୩ ଦିନ ପର୍ଯ୍ଯନ୍ତ ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ କହିଛନ୍ତି । ଆଗାମୀ ୩ ଦିନ ପର୍ଯ୍ଯନ୍ତ ପାଗରେ କୌଣସି ପରିବର୍ତ୍ତନ ହେବାର ନାହିଁ ବୋଲି ଆଶଙ୍କା କରାଯାଉଛି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

ଆଜିଠାରୁ ୨୯ ତାରିଖ ପର୍ଯ୍ଯନ୍ତ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ଟି ଜିଲ୍ଲା ଗୁଡିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ଅନୁଗୁଳ, ଦେଓଗଡ, ମୟୂରଭଞ୍ଜ, ବରଗଡ, ଝାରସୁଗୁଡ଼ା ଓ ବଲାଙ୍ଗୀର ।  ଏଥି ସହ ୩୦ ତାରିଖରେ ୮ ଜିଲ୍ଲାକୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ କଳାହାଣ୍ଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

27 Apr 2022 By The Sakala

ରାଜ୍ଯରେ ୩ଦିନ ପର୍ଯ୍ଯନ୍ତ ଜାରି ରହିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ବର: ରାଜ୍ଯରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ତାତିରେ ସିଝୁଛି ସାରା ଓଡ଼ିଶା। ଅସ୍ତବ୍ଯସ୍ତ ହୋଇପଡ଼ିଛି ଜନଜୀବନ।  ତେବେ ସାରା ରାଜ୍ୟରେ ଏହି ଗ୍ରୀଷ୍ମ ପ୍ରବାହ ଆହୁରି ୩ ଦିନ ପର୍ଯ୍ଯନ୍ତ ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ କହିଛନ୍ତି । ଆଗାମୀ ୩ ଦିନ ପର୍ଯ୍ଯନ୍ତ ପାଗରେ କୌଣସି ପରିବର୍ତ୍ତନ ହେବାର ନାହିଁ ବୋଲି ଆଶଙ୍କା କରାଯାଉଛି।

ଆଜିଠାରୁ ୨୯ ତାରିଖ ପର୍ଯ୍ଯନ୍ତ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ଟି ଜିଲ୍ଲା ଗୁଡିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ଅନୁଗୁଳ, ଦେଓଗଡ, ମୟୂରଭଞ୍ଜ, ବରଗଡ, ଝାରସୁଗୁଡ଼ା ଓ ବଲାଙ୍ଗୀର ।  ଏଥି ସହ ୩୦ ତାରିଖରେ ୮ ଜିଲ୍ଲାକୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ କଳାହାଣ୍ଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର