ରାଜ୍ୟରେ ଅସହ୍ୟ ତାତି: ସକାଳ ସାଢେ ୮ଟା ସୁଦ୍ଧା ୩୭ ଡିଗ୍ରୀ ପାର କଲା ଝାରସୁଗୁଡାର ତାପମାତ୍ରା

The Sakala Picture
Published On

ଭୁବନେଶ୍ୱର : ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନଧରି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ରାଜ୍ୟରେ ଆଉରି ୨ ଦିନ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଆଜି ସକାଳ ଦିନ ୮ ଟା ୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ଝାରସୁଗୁଡ଼ାର ତାପମାତ୍ରା ସର୍ବୋଚ୍ଚ ରହିଛ। ଝାରସୁଗୁଡାର ତାପମାତ୍ରା ୩୭.୨ […]

ଭୁବନେଶ୍ୱର : ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନଧରି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ରାଜ୍ୟରେ ଆଉରି ୨ ଦିନ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଆଜି ସକାଳ ଦିନ ୮ ଟା ୩୦ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ଝାରସୁଗୁଡ଼ାର ତାପମାତ୍ରା ସର୍ବୋଚ୍ଚ ରହିଛ। ଝାରସୁଗୁଡାର ତାପମାତ୍ରା ୩୭.୨ ଡ଼ିଗ୍ରୀ ସେଲସିୟସ ରହିଥିବା ବେଳେ ସମ୍ବଲପୁର ୩୬.୬ ଡ଼ିଗ୍ରୀ ରହିଛି। ସେହିପରି-

ଆହୁରି ପଢ଼ନ୍ତୁ: ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ

ହୀରାକୁଦ: ୩୫.୪ ଡ଼ିଗ୍ରୀ
ଭୁବନେଶ୍ୱର: ୩୫ ଡ଼ିଗ୍ରୀ
କେନ୍ଦୁଝର: ୩୫ ଡ଼ିଗ୍ରୀ
ପୁରୀ:୩୪.୬ ଡ଼ିଗ୍ରୀ
ବାଲେଶ୍ୱର:୩୪.୨ ଡ଼ିଗ୍ରୀ
ଚାନ୍ଦବାଲି:୩୪ ଡ଼ିଗ୍ରୀ
ପାରାଦୀପ:୩୨.୪ ଡ଼ିଗ୍ରୀ
ଗୋପାଳପୁର:୩୨.୪ ଡ଼ିଗ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର