ରାଜ୍ୟରେ ପୁଣି ଫେରିବ ଗ୍ରୀଷ୍ମ ପ୍ରବାହ, ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି…

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଖରା ସହ ବୃଦ୍ଧି ପାଉଛି ପାରଦର ସ୍ତର। ଆଗାମୀ ତିନି ଦିନ ମଧ୍ୟରେ ୨ ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବା ସହ ପୁଣି ରାଜ୍ୟରେ ଅସମ୍ଭାଳ ତାତି ଅନୁଭବ ହେବ। ୩ ଦିନ ପରେ ତାପମାତ୍ରାରେ ବିଶେଷ ପରିବର୍ତନ ହେବାର ସମ୍ଭାବନା ନଥିବା ବେଳେ ୨୯ ତାରିଖରେ ପୁଣି ଫେରିବ ଗ୍ରୀଷ୍ମ ପ୍ରବାହ। ଗ୍ରୀଷ୍ମ ପ୍ରବାହ ପାଇଁ ପାଣିପାଗ ବିଭାଗ ସତର୍କତା ଜାରି କରିଛି। ସେପଟେ ଆଗାମୀ ୫ ଦିନ ପାଗ […]

ଭୁବନେଶ୍ବର: ରାଜ୍ୟରେ ଖରା ସହ ବୃଦ୍ଧି ପାଉଛି ପାରଦର ସ୍ତର। ଆଗାମୀ ତିନି ଦିନ ମଧ୍ୟରେ ୨ ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବା ସହ ପୁଣି ରାଜ୍ୟରେ ଅସମ୍ଭାଳ ତାତି ଅନୁଭବ ହେବ। ୩ ଦିନ ପରେ ତାପମାତ୍ରାରେ ବିଶେଷ ପରିବର୍ତନ ହେବାର ସମ୍ଭାବନା ନଥିବା ବେଳେ ୨୯ ତାରିଖରେ ପୁଣି ଫେରିବ ଗ୍ରୀଷ୍ମ ପ୍ରବାହ। ଗ୍ରୀଷ୍ମ ପ୍ରବାହ ପାଇଁ ପାଣିପାଗ ବିଭାଗ ସତର୍କତା ଜାରି କରିଛି। ସେପଟେ ଆଗାମୀ ୫ ଦିନ ପାଗ ଶୁଖିଲା ରହିବ ବୋଲି କହିଛି। ବର୍ତ୍ତମାନ ତାପମାତ୍ରା ସ୍ୱଭାବିକ ତାପମାତ୍ରା ଠାରୁ ୨ ରୁ ୩ ଡିଗ୍ରୀ କମ ରହିଛି, ଯାହାକି ଆଗାମୀ ୩ ଦିନ ମଧ୍ୟରେ ଧୀରେଧୀରେ ବଢ଼ିବ। ଏହି ବର୍ଦ୍ଧିତ ତାପମାତ୍ରାକୁ ନେଇ ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ଟପିବା ସହ କିଛି ସ୍ଥାନରେ ୪୨ ଡିଗ୍ରି ଛୁଇଁପାରେ ବୋଲି ବିଭାଗ ପୂର୍ବାନୁମାନ କରିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

ଆସନ୍ତା ୨୯ ତାରିଖରେ ହିଟୱେଭ ପାଇଁ ସତର୍କତା ଜାରି କରାଯାଇଛି। ସୋନପୁର, ବଲାଙ୍ଗୀର, ବୌଦ୍ଧ,କଳାହାଣ୍ଡି ଓ ସମ୍ବଲପୁର ଏହି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ୩୦ ତାରିଖରେ ସମାନ ଜିଲ୍ଲାରେ ହିଟୱେଭ ସତର୍କତା ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ଯୁବତୀଙ୍କୁ ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ ଅଭଯୋଗ

26 Mar 2025 By The Sakala

ରାଜ୍ୟରେ ପୁଣି ଫେରିବ ଗ୍ରୀଷ୍ମ ପ୍ରବାହ, ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି…

ଭୁବନେଶ୍ବର: ରାଜ୍ୟରେ ଖରା ସହ ବୃଦ୍ଧି ପାଉଛି ପାରଦର ସ୍ତର। ଆଗାମୀ ତିନି ଦିନ ମଧ୍ୟରେ ୨ ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବା ସହ ପୁଣି ରାଜ୍ୟରେ ଅସମ୍ଭାଳ ତାତି ଅନୁଭବ ହେବ। ୩ ଦିନ ପରେ ତାପମାତ୍ରାରେ ବିଶେଷ ପରିବର୍ତନ ହେବାର ସମ୍ଭାବନା ନଥିବା ବେଳେ ୨୯ ତାରିଖରେ ପୁଣି ଫେରିବ ଗ୍ରୀଷ୍ମ ପ୍ରବାହ। ଗ୍ରୀଷ୍ମ ପ୍ରବାହ ପାଇଁ ପାଣିପାଗ ବିଭାଗ ସତର୍କତା ଜାରି କରିଛି। ସେପଟେ ଆଗାମୀ ୫ ଦିନ ପାଗ ଶୁଖିଲା ରହିବ ବୋଲି କହିଛି। ବର୍ତ୍ତମାନ ତାପମାତ୍ରା ସ୍ୱଭାବିକ ତାପମାତ୍ରା ଠାରୁ ୨ ରୁ ୩ ଡିଗ୍ରୀ କମ ରହିଛି, ଯାହାକି ଆଗାମୀ ୩ ଦିନ ମଧ୍ୟରେ ଧୀରେଧୀରେ ବଢ଼ିବ। ଏହି ବର୍ଦ୍ଧିତ ତାପମାତ୍ରାକୁ ନେଇ ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ଟପିବା ସହ କିଛି ସ୍ଥାନରେ ୪୨ ଡିଗ୍ରି ଛୁଇଁପାରେ ବୋଲି ବିଭାଗ ପୂର୍ବାନୁମାନ କରିଛି।

ଆସନ୍ତା ୨୯ ତାରିଖରେ ହିଟୱେଭ ପାଇଁ ସତର୍କତା ଜାରି କରାଯାଇଛି। ସୋନପୁର, ବଲାଙ୍ଗୀର, ବୌଦ୍ଧ,କଳାହାଣ୍ଡି ଓ ସମ୍ବଲପୁର ଏହି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ୩୦ ତାରିଖରେ ସମାନ ଜିଲ୍ଲାରେ ହିଟୱେଭ ସତର୍କତା ଜାରି ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର