ହାଡଭଙ୍ଗା ଜାଡରେ ଥରୁଛି ସାରା ଓଡିଶା, ଆସନ୍ତାକାଲି ଯାଏଁ ଜାରି ରହିବ ଶୀତ ଲହରୀ

The Sakala Picture
Published On

ଭୁବନେଶ୍ୱର: ହାଡଭଙ୍ଗା ଶୀତରେ ଥରୁଛି ସାରା ଓଡିଶା । ଅସହ୍ୟ ଜାଡରେ ଅସ୍ତବ୍ୟସ୍ତ ଜନଜୀବନ । ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ପବନ ବହୁଥିବାରୁ ପ୍ରବଳ ଜାଡ ଅନୁଭବ ହେବା ସହ ପାରଦ ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ କମୁଛି। ୩ ଦିନ ପରେ ରାଜ୍ୟରେ ବାୟୁ ଚଳାଚଳରେ ଧୀରେ ଧୀରେ ପରିବର୍ତ୍ତନ ଘଟିବ। ରାତି ତାପମାତ୍ରା ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ। ତେବେ ମାସ ଶେଷକୁ ବର୍ଷା ସମ୍ଭାବନା ରହିଛି। ଜାନୁଆରୀ ୩୧ […]

ଭୁବନେଶ୍ୱର: ହାଡଭଙ୍ଗା ଶୀତରେ ଥରୁଛି ସାରା ଓଡିଶା । ଅସହ୍ୟ ଜାଡରେ ଅସ୍ତବ୍ୟସ୍ତ ଜନଜୀବନ । ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ପବନ ବହୁଥିବାରୁ ପ୍ରବଳ ଜାଡ ଅନୁଭବ ହେବା ସହ ପାରଦ ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ କମୁଛି। ୩ ଦିନ ପରେ ରାଜ୍ୟରେ ବାୟୁ ଚଳାଚଳରେ ଧୀରେ ଧୀରେ ପରିବର୍ତ୍ତନ ଘଟିବ। ରାତି ତାପମାତ୍ରା ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ। ତେବେ ମାସ ଶେଷକୁ ବର୍ଷା ସମ୍ଭାବନା ରହିଛି। ଜାନୁଆରୀ ୩୧ ତାରିଖରୁ ତିନି ଦିନ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ। ଏନେଇ ଆକଳନ କରିଛି ଆଞ୍ଚିଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ଶୁକ୍ରବାର ଅନୁଗୁଳ ଓ ସୁନ୍ଦରଗଡ଼ର କିଛି ସ୍ଥାନରେ ଶୀତ ଲହରୀ ଅନୁଭୂତ ହୋଇଛି । କିରେଇରେ ରାତି ତାପମାତ୍ରା ସବୁଠୁ କମ୍ ୬.୭ଡିଗ୍ରୀ ଅନୁଭୂତ ହୋଇଛି । ସୁନ୍ଦରଗଡ଼ରେ ୭.୪, ରାଉରକେଲାରେ ୮.୯, ଅନୁଗୁଳରେ ୯, ଝାରସୁଗୁଡ଼ାରେ ୯.୪, କେନ୍ଦୁଝରରେ ୧୦ ଓ କୋରାପୁଟରେ ରାତି ତାପମାତ୍ରା ୧୦ଡିଗ୍ରୀ ରହିଥିଲା ।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

28 Jan 2024 By The Sakala

ହାଡଭଙ୍ଗା ଜାଡରେ ଥରୁଛି ସାରା ଓଡିଶା, ଆସନ୍ତାକାଲି ଯାଏଁ ଜାରି ରହିବ ଶୀତ ଲହରୀ

ଭୁବନେଶ୍ୱର: ହାଡଭଙ୍ଗା ଶୀତରେ ଥରୁଛି ସାରା ଓଡିଶା । ଅସହ୍ୟ ଜାଡରେ ଅସ୍ତବ୍ୟସ୍ତ ଜନଜୀବନ । ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ପବନ ବହୁଥିବାରୁ ପ୍ରବଳ ଜାଡ ଅନୁଭବ ହେବା ସହ ପାରଦ ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ କମୁଛି। ୩ ଦିନ ପରେ ରାଜ୍ୟରେ ବାୟୁ ଚଳାଚଳରେ ଧୀରେ ଧୀରେ ପରିବର୍ତ୍ତନ ଘଟିବ। ରାତି ତାପମାତ୍ରା ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ। ତେବେ ମାସ ଶେଷକୁ ବର୍ଷା ସମ୍ଭାବନା ରହିଛି। ଜାନୁଆରୀ ୩୧ ତାରିଖରୁ ତିନି ଦିନ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ। ଏନେଇ ଆକଳନ କରିଛି ଆଞ୍ଚିଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଶୁକ୍ରବାର ଅନୁଗୁଳ ଓ ସୁନ୍ଦରଗଡ଼ର କିଛି ସ୍ଥାନରେ ଶୀତ ଲହରୀ ଅନୁଭୂତ ହୋଇଛି । କିରେଇରେ ରାତି ତାପମାତ୍ରା ସବୁଠୁ କମ୍ ୬.୭ଡିଗ୍ରୀ ଅନୁଭୂତ ହୋଇଛି । ସୁନ୍ଦରଗଡ଼ରେ ୭.୪, ରାଉରକେଲାରେ ୮.୯, ଅନୁଗୁଳରେ ୯, ଝାରସୁଗୁଡ଼ାରେ ୯.୪, କେନ୍ଦୁଝରରେ ୧୦ ଓ କୋରାପୁଟରେ ରାତି ତାପମାତ୍ରା ୧୦ଡିଗ୍ରୀ ରହିଥିଲା ।

https://www.thesakala.in/latest-odisha-news/heavy-coldwave-continue-in-all-over-odisha/article-29462
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର