ରାଜ୍ୟରେ ଘନ କୁହୁଡି ଆର୍ଲଟ, ରାତି ଓ ଭୋର ସମୟରେ ଗାଡି ଚାଳନା ଉପରେ ସତର୍କ ରହିବାକୁ ଡ୍ରାଇଭରମାନଙ୍କୁ ପରାମର୍ଶ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ଗତ କିଛି ଦିନର ଅଦିନିଆ ବର୍ଷା କମି ଯାଇଛି। ରାଜ୍ୟରେ ପୁଣିଥରେ ଆରମ୍ଭ ହୋଇଯାଇଛି ପ୍ରବଳ ଶୀତ। ଆଜିଠୁ ରାଜ୍ୟରେ ପାଗ ଶୁଖିଲା ରହିବା ସହ ଶୀତ ବଢିଛି। ଶୀତି ବଢିବା ସହ ରାଜ୍ୟରେ ଘନ କୁହୁଡିର ଆର୍ଲଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ରାଜ୍ୟରେ ଆସନ୍ତା କିଛି ଦିନ ପ୍ରବଳ ଶୀତ ଅନୁଭୂତ ହେବ । ୩ […]

ଭୁବନେଶ୍ବର : ରାଜ୍ୟରେ ଗତ କିଛି ଦିନର ଅଦିନିଆ ବର୍ଷା କମି ଯାଇଛି। ରାଜ୍ୟରେ ପୁଣିଥରେ ଆରମ୍ଭ ହୋଇଯାଇଛି ପ୍ରବଳ ଶୀତ। ଆଜିଠୁ ରାଜ୍ୟରେ ପାଗ ଶୁଖିଲା ରହିବା ସହ ଶୀତ ବଢିଛି। ଶୀତି ବଢିବା ସହ ରାଜ୍ୟରେ ଘନ କୁହୁଡିର ଆର୍ଲଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ରାଜ୍ୟରେ ଆସନ୍ତା କିଛି ଦିନ ପ୍ରବଳ ଶୀତ ଅନୁଭୂତ ହେବ । ୩ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡିଶାରେ ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ  ହ୍ରାସ ପାଇବ । ପରବର୍ତ୍ତୀ କିଛି ଦିନରେ ବି ଶୀତପ୍ରବାହ ଜାରି ରହିବ ।

ଆହୁରି ପଢ଼ନ୍ତୁ: ଆଗାମୀ ୨୪ ଘଣ୍ଟା ମଧ୍ୟରେ କୁଆପଥର ବର୍ଷା ପାଇଁ ସାରା ରାଜ୍ୟକୁ ଚେତାବନୀ, ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଅନ୍ୟପଟେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ, ନୟାଗଡ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦୁଝର ଆଦି ଜିଲ୍ଲାରେ ଘନ କୁହୁଡି ଲାଗି ରହିବ । ଉକ୍ତ ଜିଲ୍ଲା ଗୁଡିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ରାତି ଏବଂ ଭୋର ସମୟରେ ଗାଡି ଚାଳନା ଉପରେ ସତର୍କ ରହିବାକୁ ଡ୍ରାଇଭରମାନଙ୍କୁ ସ୍ବତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଅଖିଳ ଭାରତ ହିନ୍ଦୁ ମହାସଭାର ରାଜ୍ୟ ଉପ-ସଭାପତି ହେଲେ ମାଧୁରୀ ବୋଷ

16 Jan 2022 By The Sakala

ରାଜ୍ୟରେ ଘନ କୁହୁଡି ଆର୍ଲଟ, ରାତି ଓ ଭୋର ସମୟରେ ଗାଡି ଚାଳନା ଉପରେ ସତର୍କ ରହିବାକୁ ଡ୍ରାଇଭରମାନଙ୍କୁ ପରାମର୍ଶ

ଭୁବନେଶ୍ବର : ରାଜ୍ୟରେ ଗତ କିଛି ଦିନର ଅଦିନିଆ ବର୍ଷା କମି ଯାଇଛି। ରାଜ୍ୟରେ ପୁଣିଥରେ ଆରମ୍ଭ ହୋଇଯାଇଛି ପ୍ରବଳ ଶୀତ। ଆଜିଠୁ ରାଜ୍ୟରେ ପାଗ ଶୁଖିଲା ରହିବା ସହ ଶୀତ ବଢିଛି। ଶୀତି ବଢିବା ସହ ରାଜ୍ୟରେ ଘନ କୁହୁଡିର ଆର୍ଲଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ରାଜ୍ୟରେ ଆସନ୍ତା କିଛି ଦିନ ପ୍ରବଳ ଶୀତ ଅନୁଭୂତ ହେବ । ୩ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡିଶାରେ ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ  ହ୍ରାସ ପାଇବ । ପରବର୍ତ୍ତୀ କିଛି ଦିନରେ ବି ଶୀତପ୍ରବାହ ଜାରି ରହିବ ।

ଅନ୍ୟପଟେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ, ନୟାଗଡ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦୁଝର ଆଦି ଜିଲ୍ଲାରେ ଘନ କୁହୁଡି ଲାଗି ରହିବ । ଉକ୍ତ ଜିଲ୍ଲା ଗୁଡିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ରାତି ଏବଂ ଭୋର ସମୟରେ ଗାଡି ଚାଳନା ଉପରେ ସତର୍କ ରହିବାକୁ ଡ୍ରାଇଭରମାନଙ୍କୁ ସ୍ବତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର