ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କମିଶନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

The Sakala Picture
Published On

ଭୁବନେଶ୍ବର: ଆସନ୍ତା ୨୮ ତାରିଖରୁ ୨ ତାରିଖ ପର୍ଯ୍ୟନ୍ତ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କମିଶନରେଟ ପୁଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ ରହିବେ ୩୦ ପ୍ଲାଟୁନ ଫୋର୍ସ। ନିରୀକ୍ଷଣ ଦାୟିତ୍ୱରେ ରହିବେ ୮୫ ଜଣ ଅଫିସର। ୩ଟି କ୍ୱିକ ରେସ୍ପନ୍ସ ଟିମ, ୨ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ ସୁରକ୍ଷା ଦାୟିତ୍ୱରେ ରହିବେ। ୧୨ ଅତିରିକ୍ତ ଡିସିପି, ୨୫ ଏସିପି, ୪୦ ଇନ୍ସପେକ୍ଟର ଦାୟିତ୍ୱରେ […]

ଭୁବନେଶ୍ବର: ଆସନ୍ତା ୨୮ ତାରିଖରୁ ୨ ତାରିଖ ପର୍ଯ୍ୟନ୍ତ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କମିଶନରେଟ ପୁଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ ରହିବେ ୩୦ ପ୍ଲାଟୁନ ଫୋର୍ସ। ନିରୀକ୍ଷଣ ଦାୟିତ୍ୱରେ ରହିବେ ୮୫ ଜଣ ଅଫିସର। ୩ଟି କ୍ୱିକ ରେସ୍ପନ୍ସ ଟିମ, ୨ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ ସୁରକ୍ଷା ଦାୟିତ୍ୱରେ ରହିବେ। ୧୨ ଅତିରିକ୍ତ ଡିସିପି, ୨୫ ଏସିପି, ୪୦ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ। ୧୬୦ ଟ୍ରାଫିକ ଓ ୧୫୦ ହୋମଗାର୍ଡ ନିୟୋଜିତ ହେବେ। ବ୍ଲୁ ବୁକ ଗାଇଡ଼ଲାଇନ ମୁତାବକ ପୁରା ସହର ହେବ ପୁଲିସ ଛାଉଣୀ। ସଭାସ୍ଥଳରେ ପ୍ରୋଟକଲ ମୁତାବକ ନିମନ୍ତ୍ରିତ ଅତିଥୀଙ୍କ ତଥ୍ୟ ରହିବ। ଭୁବନେଶ୍ୱର ସମେତ ମୟୁରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ, ସମ୍ବଲପୁର ଗସ୍ତ କରିବେ ରାଷ୍ଟ୍ରପତି। କାରକେଡ଼ ଯିବାବେଳେ ସାଧାରଣ ଲୋକଙ୍କ ଟ୍ରାଫିକ ସମସ୍ୟା ନହେବାକୁ ଧ୍ୟାନ ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପ୍ରତୀକ ସିଂ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

26 Feb 2024 By The Sakala

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କମିଶନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର: ଆସନ୍ତା ୨୮ ତାରିଖରୁ ୨ ତାରିଖ ପର୍ଯ୍ୟନ୍ତ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କମିଶନରେଟ ପୁଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ ରହିବେ ୩୦ ପ୍ଲାଟୁନ ଫୋର୍ସ। ନିରୀକ୍ଷଣ ଦାୟିତ୍ୱରେ ରହିବେ ୮୫ ଜଣ ଅଫିସର। ୩ଟି କ୍ୱିକ ରେସ୍ପନ୍ସ ଟିମ, ୨ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ ସୁରକ୍ଷା ଦାୟିତ୍ୱରେ ରହିବେ। ୧୨ ଅତିରିକ୍ତ ଡିସିପି, ୨୫ ଏସିପି, ୪୦ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ। ୧୬୦ ଟ୍ରାଫିକ ଓ ୧୫୦ ହୋମଗାର୍ଡ ନିୟୋଜିତ ହେବେ। ବ୍ଲୁ ବୁକ ଗାଇଡ଼ଲାଇନ ମୁତାବକ ପୁରା ସହର ହେବ ପୁଲିସ ଛାଉଣୀ। ସଭାସ୍ଥଳରେ ପ୍ରୋଟକଲ ମୁତାବକ ନିମନ୍ତ୍ରିତ ଅତିଥୀଙ୍କ ତଥ୍ୟ ରହିବ। ଭୁବନେଶ୍ୱର ସମେତ ମୟୁରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ, ସମ୍ବଲପୁର ଗସ୍ତ କରିବେ ରାଷ୍ଟ୍ରପତି। କାରକେଡ଼ ଯିବାବେଳେ ସାଧାରଣ ଲୋକଙ୍କ ଟ୍ରାଫିକ ସମସ୍ୟା ନହେବାକୁ ଧ୍ୟାନ ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପ୍ରତୀକ ସିଂ।

https://www.thesakala.in/latest-odisha-news/heavy-police-security-for-the-presidents-droupadi-murmu-visit/article-30234
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର