ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ ଘଣ୍ଟା ପାଇଁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ଲାଗି ରହିଛି। ପାଗ ଠିକ୍‌ ରହିବା ସହ ଖରା  ହେଉଥିବା ବେଳେ ଅଚାନକ କଳାହାଣ୍ଡିଆ ମେଘ ଘୋଟିଆସୁଛି। ଆଉ ଏହାପରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା-ପବନ ହେଉଛି। ତେବେ ଏହାରି ମଧ୍ୟରେ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି। ଆଗାମୀ ତିନି ଘଣ୍ଟା ମଧ୍ୟରେ ନୂଆପଡା, ବଲାଙ୍ଗୀର,କଳାହାଣ୍ଡି,ବୋଦ୍ଧ ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବିଜୁଳି ସହିତ ପ୍ରବଳ […]

ଭୁବନେଶ୍ବର : ରାଜ୍ୟରେ କାଳବୈଶାଖୀ ବର୍ଷାର ପ୍ରଭାବ ଲାଗି ରହିଛି। ପାଗ ଠିକ୍‌ ରହିବା ସହ ଖରା  ହେଉଥିବା ବେଳେ ଅଚାନକ କଳାହାଣ୍ଡିଆ ମେଘ ଘୋଟିଆସୁଛି। ଆଉ ଏହାପରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା-ପବନ ହେଉଛି। ତେବେ ଏହାରି ମଧ୍ୟରେ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି।

ଆହୁରି ପଢ଼ନ୍ତୁ: ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ ହେଲେ ଦିଲ୍ଲୀପ କୁମାର ନାୟକ

ଆଗାମୀ ତିନି ଘଣ୍ଟା ମଧ୍ୟରେ ନୂଆପଡା, ବଲାଙ୍ଗୀର,କଳାହାଣ୍ଡି,ବୋଦ୍ଧ ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବିଜୁଳି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯେଉଁଥି ପାଇଁ ଏହି ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାରେ ଭୀଷଣ ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଜିଲ୍ଲାସ୍ତରୀୟ ପଦଯାତ୍ରାରେ ରାଜ୍ୟ ସରକାର ଓ ବିଜେପିକୁ କଡା ସମାଲୋଚନା କଲେ ବିଜେଡି ନେତ୍ରୀ ସୁଜାତା ରାଉତ କାର୍ତ୍ତିକେୟନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର