ଓଡିଶାକୁ ଆସୁଛି ବଡ ବର୍ଷା, ୧୬ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

The Sakala Picture
Published On

ଭୁବନେଶ୍ୱର : ଓଡିଶାକୁ ଆସୁଛି ବଡ ବର୍ଷା, ୧୬ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଘନିଭୁତ ହୋଇ ନେଇପାରେ ଲଘୁଚାପର ରୂପ। ଲଘୁଚାପ ସୃଷ୍ଟି ପାଇଁ ଅନୁକୂଳ ହୋଇଛି ପାଗ। ପରବର୍ତ୍ତୀ ସମୟରେ ଅବପାତରେ ପରିଣତ ସମ୍ଭାବନା। ପ୍ରଭାବରେ ଓଡିଶାରେ ବଢିବ ବର୍ଷାର ପରିମାଣ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଏବେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ୧ ଜୁନ ରୁ ଆଜି ୧୩ […]

ଭୁବନେଶ୍ୱର : ଓଡିଶାକୁ ଆସୁଛି ବଡ ବର୍ଷା, ୧୬ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଘନିଭୁତ ହୋଇ ନେଇପାରେ ଲଘୁଚାପର ରୂପ। ଲଘୁଚାପ ସୃଷ୍ଟି ପାଇଁ ଅନୁକୂଳ ହୋଇଛି ପାଗ। ପରବର୍ତ୍ତୀ ସମୟରେ ଅବପାତରେ ପରିଣତ ସମ୍ଭାବନା। ପ୍ରଭାବରେ ଓଡିଶାରେ ବଢିବ ବର୍ଷାର ପରିମାଣ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଏବେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ୧ ଜୁନ ରୁ ଆଜି ୧୩ ଜୁଲାଇ ମଧ୍ୟରେ ୨୪୩.୯ ମିମି ବର୍ଷା ରେକର୍ଡ ହୋଇଛି। ସ୍ବାଭାବିକ ବର୍ଷା ୩୩୪.୪ ମିମି ତୁଳନାରେ ୨୭ ପ୍ରତିଶତ କମ ହୋଇଛି ।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ଓ ସୁନାବେଶ ପାଇଁ ପୁରୀ ପୋଲିସର ଟ୍ରାଫିକ ଆଡଭାଇଜରି ଜାରି, ଜାଣନ୍ତୁ କେଉଁଠି ରହିବ ଗାଡ଼ି...

ଦେବଗଡ ଜିଲ୍ଲାରେ ସର୍ବାଧିକ ୪୭୪.୫ ମିମି ବର୍ଷା ରେକର୍ଡ ସ୍ୱାଭାବିକ ବର୍ଷା ତୁଳନାରେ ୪୨% ଅଧିକ ରହିଛି। ସେହିପରି କଳାହାଣ୍ଡି ଜିଲ୍ଲାରେ ୧୩୯.୪ ମିମି ସହ ସବୁଠାରୁ କମ ପ୍ରତିଶତ ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୬୫% କମ ରହିଛି। ୧୭ ଜିଲ୍ଲାରେ ନିଅଣ୍ଟିଆ, ଗୋଟିଏ ଜିଲ୍ଲାରେ ଅତ୍ୟଧିକ ନିଅଣ୍ଟିଆ, ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ଏବଂ ଅବଶିଷ୍ଟ ୧୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ। ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୫.୧ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ସ୍ୱାଭାବିକ ବର୍ଷା ୧୦.୮ ମିମି ତୁଳନାରେ ୫୩% କମ ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: ମୋବାଇଲ୍ ନିଶା ନେଲା ଜୀବନ: ମା'ଙ୍କ ଗାଳି ପରେ ପୁଅର ଆତ୍ମହତ୍ୟା, ଦୁଃଖରେ ବିଷ ପିଇଲେ ମା'

13 Jul 2023 By The Sakala

ଓଡିଶାକୁ ଆସୁଛି ବଡ ବର୍ଷା, ୧୬ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର : ଓଡିଶାକୁ ଆସୁଛି ବଡ ବର୍ଷା, ୧୬ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଘନିଭୁତ ହୋଇ ନେଇପାରେ ଲଘୁଚାପର ରୂପ। ଲଘୁଚାପ ସୃଷ୍ଟି ପାଇଁ ଅନୁକୂଳ ହୋଇଛି ପାଗ। ପରବର୍ତ୍ତୀ ସମୟରେ ଅବପାତରେ ପରିଣତ ସମ୍ଭାବନା। ପ୍ରଭାବରେ ଓଡିଶାରେ ବଢିବ ବର୍ଷାର ପରିମାଣ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଏବେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ୧ ଜୁନ ରୁ ଆଜି ୧୩ ଜୁଲାଇ ମଧ୍ୟରେ ୨୪୩.୯ ମିମି ବର୍ଷା ରେକର୍ଡ ହୋଇଛି। ସ୍ବାଭାବିକ ବର୍ଷା ୩୩୪.୪ ମିମି ତୁଳନାରେ ୨୭ ପ୍ରତିଶତ କମ ହୋଇଛି ।

ଦେବଗଡ ଜିଲ୍ଲାରେ ସର୍ବାଧିକ ୪୭୪.୫ ମିମି ବର୍ଷା ରେକର୍ଡ ସ୍ୱାଭାବିକ ବର୍ଷା ତୁଳନାରେ ୪୨% ଅଧିକ ରହିଛି। ସେହିପରି କଳାହାଣ୍ଡି ଜିଲ୍ଲାରେ ୧୩୯.୪ ମିମି ସହ ସବୁଠାରୁ କମ ପ୍ରତିଶତ ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୬୫% କମ ରହିଛି। ୧୭ ଜିଲ୍ଲାରେ ନିଅଣ୍ଟିଆ, ଗୋଟିଏ ଜିଲ୍ଲାରେ ଅତ୍ୟଧିକ ନିଅଣ୍ଟିଆ, ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ଏବଂ ଅବଶିଷ୍ଟ ୧୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ। ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୫.୧ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ସ୍ୱାଭାବିକ ବର୍ଷା ୧୦.୮ ମିମି ତୁଳନାରେ ୫୩% କମ ରେକର୍ଡ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର