ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତା ୩ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତା ୩ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । କଟକ, ଖୋର୍ଦ୍ଧା, ଭୁବନେଶ୍ବର, ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ହୋଇଛି । କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ନବରଂଗପୁର, କେନ୍ଦ୍ରାପଡ଼ାକୁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଜି ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ । ଉତ୍ତରପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । […]

ଭୁବନେଶ୍ୱର: ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତା ୩ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । କଟକ, ଖୋର୍ଦ୍ଧା, ଭୁବନେଶ୍ବର, ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ହୋଇଛି । କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ନବରଂଗପୁର, କେନ୍ଦ୍ରାପଡ଼ାକୁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଜି ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ । ଉତ୍ତରପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।

ଆହୁରି ପଢ଼ନ୍ତୁ: ନୟାଗଡ଼ ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ନାଁରେ ସାଂଘାତିକ ଅଭିଯୋଗ: ମାମଲା ରଫାଦଫା ପାଇଁ ମହିଳାଙ୍କୁ ଅଶ୍ଳୀଳ ବାର୍ତ୍ତା ଓ ଧମକ

ଅଧିକାଂଶ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୨ ତାରିଖରେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ପୁରୀ, ଖୋର୍ଦ୍ଧା,ଅନୁଗୁଳ, ଢେଙ୍କାନାଳ, କଟକ ,ଜଗତସିଂହପୁର ଓ କେନ୍ଦ୍ରାପଡା ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତିପଥ ସ୍ପଷ୍ଟ ହେବ ବୋଲି କହିଛି ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: ତାତି ଓ ଦୁର୍ଘଟଣାକୁ ନେଇ ବଢ଼ିଲା ଚିନ୍ତା, ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ

22 Sep 2024 By The Sakala

ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତା ୩ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତା ୩ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । କଟକ, ଖୋର୍ଦ୍ଧା, ଭୁବନେଶ୍ବର, ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ହୋଇଛି । କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ନବରଂଗପୁର, କେନ୍ଦ୍ରାପଡ଼ାକୁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଜି ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ । ଉତ୍ତରପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।

ଅଧିକାଂଶ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୨ ତାରିଖରେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ପୁରୀ, ଖୋର୍ଦ୍ଧା,ଅନୁଗୁଳ, ଢେଙ୍କାନାଳ, କଟକ ,ଜଗତସିଂହପୁର ଓ କେନ୍ଦ୍ରାପଡା ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତିପଥ ସ୍ପଷ୍ଟ ହେବ ବୋଲି କହିଛି ପାଣିପାଗ ବିଭାଗ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର