ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ; ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ୟେଲୋ ଆଲର୍ଟ

The Sakala Picture
Published On

ଭୁବନେଶ୍ୱର: ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ରପ୍ରଦେଶ ସମୁଦ୍ର ମଧ୍ୟରେ କେନ୍ଦ୍ରୀଭୂତ ରହିଛି । ପ୍ରଭାବରେ ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା । ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ଯୋଗୁଁ ଟ୍ୱିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ଲାଗି ରହିଛି । ଆଜି କେନ୍ଦ୍ରାପଡା, ଜଗତସିଂହପୁର, […]

ଭୁବନେଶ୍ୱର: ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ରପ୍ରଦେଶ ସମୁଦ୍ର ମଧ୍ୟରେ କେନ୍ଦ୍ରୀଭୂତ ରହିଛି । ପ୍ରଭାବରେ ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା । ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ଯୋଗୁଁ ଟ୍ୱିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ଲାଗି ରହିଛି ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅପାରଗତା ଯୋଗୁଁ ସଂକଟରେ ସ୍କୁଲ ଶିକ୍ଷା : ବିଜେଡି

ଆଜି କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ସମ୍ଭାବନା ରହିଛି। ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିବ।

ଆହୁରି ପଢ଼ନ୍ତୁ: ଡିଜିଟାଲ୍‌ ଇଣ୍ଡିଆକୁ ଶକ୍ତ ଝଟକା: ଓଡ଼ିଶାର ୧୦୯୧ ଗାଁରେ ନାହିଁ ମୋବାଇଲ୍‌ ନେଟ୍‌ୱର୍କ, ରାୟଗଡ଼ାରେ ସର୍ବାଧିକ

ଅନ୍ୟପଟେ ଦୁଇଦିନ ଧରି ବର୍ଷା ଲାଗି ରହିବା ଯୋଗୁ ଚିନ୍ତାରେ ଚାଷୀକୁଳ । ଅଦିନିଆ ବର୍ଷାରେ ପାଚିଲା ଧାନ ନଷ୍ଟ ହୋଇଯିବା ଆଶଙ୍କାରେ ସକାଳୁ ସକାଳୁ ତରବରିଆ ଭାବେ ବିଲରୁ ଧାନ କାଟି ନେଉଛନ୍ତି ଚାଷୀ।

ଆହୁରି ପଢ଼ନ୍ତୁ: କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ ଯୁବବର୍ଗ ତଥା Gen Z ଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

21 Dec 2024 By The Sakala

ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ; ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ରପ୍ରଦେଶ ସମୁଦ୍ର ମଧ୍ୟରେ କେନ୍ଦ୍ରୀଭୂତ ରହିଛି । ପ୍ରଭାବରେ ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା । ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ଯୋଗୁଁ ଟ୍ୱିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ଲାଗି ରହିଛି ।

ଆଜି କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ସମ୍ଭାବନା ରହିଛି। ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିବ।

ଅନ୍ୟପଟେ ଦୁଇଦିନ ଧରି ବର୍ଷା ଲାଗି ରହିବା ଯୋଗୁ ଚିନ୍ତାରେ ଚାଷୀକୁଳ । ଅଦିନିଆ ବର୍ଷାରେ ପାଚିଲା ଧାନ ନଷ୍ଟ ହୋଇଯିବା ଆଶଙ୍କାରେ ସକାଳୁ ସକାଳୁ ତରବରିଆ ଭାବେ ବିଲରୁ ଧାନ କାଟି ନେଉଛନ୍ତି ଚାଷୀ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର