ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ଆସନ୍ତା ଦୁଇ ଘଣ୍ଟା ପାଇଁ ଟ୍ଵିନ୍ ସିଟିକୁ ସତର୍କତା ଜାରି

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ଦୁଇ ଘଣ୍ଟାରେ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା । ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର । କଟକ ଭୁବନେଶ୍ୱରକୁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର । ଟ୍ଵିନସିଟି ସମେତ ପୁରୀ ଓ ଗଞ୍ଜାମକୁ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି । ରାଜ୍ୟରେ ଅନେକ ସ୍ଥାନରେ ଆଜି ସକାଳୁ ଝିପଝିପ ବର୍ଷା ହୋଇଥିବା ବେଳେ ଆଉ କିଛି ସ୍ଥାନରେ ମେଘୁଆ ପାଗ ରହିଛି। […]

ଭୁବନେଶ୍ୱର: ଆସନ୍ତା ଦୁଇ ଘଣ୍ଟାରେ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା । ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର । କଟକ ଭୁବନେଶ୍ୱରକୁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର । ଟ୍ଵିନସିଟି ସମେତ ପୁରୀ ଓ ଗଞ୍ଜାମକୁ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି । ରାଜ୍ୟରେ ଅନେକ ସ୍ଥାନରେ ଆଜି ସକାଳୁ ଝିପଝିପ ବର୍ଷା ହୋଇଥିବା ବେଳେ ଆଉ କିଛି ସ୍ଥାନରେ ମେଘୁଆ ପାଗ ରହିଛି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଖରାଟିଆ ପାଗ ଦେଖିବାକୁ ମିଳିଥିବା ବେଳେ ଆଜି ସକାଳୁ ବାଗରେ ପରିବର୍ତ୍ତନ ହେବା ସହ ଆକଳ ମେଘୁଆ ରହିଛି ।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

06 Oct 2024 By The Sakala

ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ଆସନ୍ତା ଦୁଇ ଘଣ୍ଟା ପାଇଁ ଟ୍ଵିନ୍ ସିଟିକୁ ସତର୍କତା ଜାରି

ଭୁବନେଶ୍ୱର: ଆସନ୍ତା ଦୁଇ ଘଣ୍ଟାରେ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା । ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର । କଟକ ଭୁବନେଶ୍ୱରକୁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର । ଟ୍ଵିନସିଟି ସମେତ ପୁରୀ ଓ ଗଞ୍ଜାମକୁ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି । ରାଜ୍ୟରେ ଅନେକ ସ୍ଥାନରେ ଆଜି ସକାଳୁ ଝିପଝିପ ବର୍ଷା ହୋଇଥିବା ବେଳେ ଆଉ କିଛି ସ୍ଥାନରେ ମେଘୁଆ ପାଗ ରହିଛି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଖରାଟିଆ ପାଗ ଦେଖିବାକୁ ମିଳିଥିବା ବେଳେ ଆଜି ସକାଳୁ ବାଗରେ ପରିବର୍ତ୍ତନ ହେବା ସହ ଆକଳ ମେଘୁଆ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର