ଆସନ୍ତାକାଲି ଯାଏଁ ପ୍ରବଳ ବର୍ଷା: ୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି, ୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ ବିଭିନ୍ନ ସ୍ଥାନାରେ ଆସନ୍ତାକାଲି ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ମୟୁରଭଞ୍ଜ-ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ।  ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ସୋନପୁର, ବୌଦ୍ଧ ଓ  ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଉକ୍ତ ସମସ୍ତ ଜିଲ୍ଲାକୁ ୱେଲୋ […]

ଭୁବନେଶ୍ବର: ରାଜ୍ଯରେ ବିଭିନ୍ନ ସ୍ଥାନାରେ ଆସନ୍ତାକାଲି ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ମୟୁରଭଞ୍ଜ-ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ।  ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ସୋନପୁର, ବୌଦ୍ଧ ଓ  ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଉକ୍ତ ସମସ୍ତ ଜିଲ୍ଲାକୁ ୱେଲୋ ୱାର୍ଣ୍ଣଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

29 Jul 2021 By The Sakala

ଆସନ୍ତାକାଲି ଯାଏଁ ପ୍ରବଳ ବର୍ଷା: ୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି, ୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ଯରେ ବିଭିନ୍ନ ସ୍ଥାନାରେ ଆସନ୍ତାକାଲି ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ମୟୁରଭଞ୍ଜ-ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ।  ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ସୋନପୁର, ବୌଦ୍ଧ ଓ  ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଉକ୍ତ ସମସ୍ତ ଜିଲ୍ଲାକୁ ୱେଲୋ ୱାର୍ଣ୍ଣଂ ଜାରି କରାଯାଇଛି।

https://www.thesakala.in/latest-odisha-news/heavy-rainfall-yellow-alert-to-14-districts/article-4200
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର