ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘୂର୍ଣ୍ଣିବଳୟ ଜାରି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘୂର୍ଣ୍ଣିବଳୟ ଜାରି। ଉତ୍ତର ଓଡ଼ିଶା ଏବଂ ଏହାର ଆଖପାଖରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି ରହିଛି । ଏହା ସହ ମୌସୁମୀ ଟ୍ରପଲାଇନ୍ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି । ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲିଠୁ ୧୧ […]

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘୂର୍ଣ୍ଣିବଳୟ ଜାରି। ଉତ୍ତର ଓଡ଼ିଶା ଏବଂ ଏହାର ଆଖପାଖରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି ରହିଛି । ଏହା ସହ ମୌସୁମୀ ଟ୍ରପଲାଇନ୍ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି । ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲିଠୁ ୧୧ ତାରିଖ ପର୍ଯ୍ୟନ୍ତ ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୯ ଓ ୧୩ ତାରିଖରେ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ: ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ ମୃତ

ପ୍ରଥମ ଲଘୁଚାପ ପ୍ରଭାବରେ କାଲିଠୁ ୧୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ପରେ ୧୩ ତାରିଖରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୧୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥ ପଶୁପାଳକ । ସେପଟେ ଏବେ ସୁଦ୍ଧା ରାଜ୍ୟରେ ୧୦ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ୧୯ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ତେବେ ସ୍ୱାଭାବିକ ଭାବେ ଜୁଲାଇ ମାସରେ ୩ଟି ଲଘୁଚାପ ସହ ୨ଟି ଅବପାତ ସୃଷ୍ଟି ହେବା କଥା। କିନ୍ତୁ ଚଳିତ ମାସରେ ତାହା ସମ୍ଭବ ହେଉଛି କି ନାହିଁ ତା ଉପରେ ନଜର ରହିଛି ।

ଆହୁରି ପଢ଼ନ୍ତୁ: ନିଖିଲ ହାଡ଼ପା ହତ୍ୟାକାଣ୍ଡ ଘଟଣା: ବନ୍ଧାହେଲେ ଆଉ ୪ ଅଭିଯୁକ୍ତ, ଗିରଫ ସଂଖ୍ୟା ୧୬କୁ ବୃଦ୍ଧି

07 Jul 2022 By The Sakala

ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘୂର୍ଣ୍ଣିବଳୟ ଜାରି

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘୂର୍ଣ୍ଣିବଳୟ ଜାରି। ଉତ୍ତର ଓଡ଼ିଶା ଏବଂ ଏହାର ଆଖପାଖରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି ରହିଛି । ଏହା ସହ ମୌସୁମୀ ଟ୍ରପଲାଇନ୍ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି । ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲିଠୁ ୧୧ ତାରିଖ ପର୍ଯ୍ୟନ୍ତ ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୯ ଓ ୧୩ ତାରିଖରେ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ପ୍ରଥମ ଲଘୁଚାପ ପ୍ରଭାବରେ କାଲିଠୁ ୧୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ପରେ ୧୩ ତାରିଖରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୧୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥ ପଶୁପାଳକ । ସେପଟେ ଏବେ ସୁଦ୍ଧା ରାଜ୍ୟରେ ୧୦ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ୧୯ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ତେବେ ସ୍ୱାଭାବିକ ଭାବେ ଜୁଲାଇ ମାସରେ ୩ଟି ଲଘୁଚାପ ସହ ୨ଟି ଅବପାତ ସୃଷ୍ଟି ହେବା କଥା। କିନ୍ତୁ ଚଳିତ ମାସରେ ତାହା ସମ୍ଭବ ହେଉଛି କି ନାହିଁ ତା ଉପରେ ନଜର ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର