ଆସିଲା କଂଗ୍ରେସର ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀଙ୍କ ତାଲିକା
ଭୁବନେଶ୍ବର: ଆସିଲା କଂଗ୍ରେସର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା। ସାଧାରଣ ନିର୍ବାଚନ-୨୦୨୪ ପାଇଁ କଂଗ୍ରେସ ଏପର୍ଯ୍ୟନ୍ତ ୨ଟି ପର୍ଯ୍ୟାୟରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କରିଥିଲା। ଆଜି ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ । ୭୫ଟି ବିଧାନସଭା ଆସନ ପାଇଁ ତାଲିକା ପ୍ରକାଶ କଲା କଂଗ୍ରେସ । ଗତକାଲି ଦଳ ୯ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଜାରି କରିଥିଲା।

ଆହୁରି ପଢ଼ନ୍ତୁ: ଅନୁଗୋଳ ଗଣଦୁଷ୍କର୍ମ ମାମଲା: ୪ ଅଭିଯୁକ୍ତଙ୍କୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଲେ ସ୍ୱତନ୍ତ୍ର କୋର୍ଟ

14 Apr 2024
By The Sakala
ଆସିଲା କଂଗ୍ରେସର ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀଙ୍କ ତାଲିକା
ଭୁବନେଶ୍ବର: ଆସିଲା କଂଗ୍ରେସର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା। ସାଧାରଣ ନିର୍ବାଚନ-୨୦୨୪ ପାଇଁ କଂଗ୍ରେସ ଏପର୍ଯ୍ୟନ୍ତ ୨ଟି ପର୍ଯ୍ୟାୟରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କରିଥିଲା। ଆଜି ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ । ୭୫ଟି ବିଧାନସଭା ଆସନ ପାଇଁ ତାଲିକା ପ୍ରକାଶ କଲା କଂଗ୍ରେସ । ଗତକାଲି ଦଳ ୯ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଜାରି କରିଥିଲା।

⊕ https://www.thesakala.in/latest-odisha-news/here-comes-the-list-of-candidates-for-the-second-phase-of-congress/article-31424