ଭୁବନେଶ୍ବର: ଆସିଲା କଂଗ୍ରେସର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା। ସାଧାରଣ ନିର୍ବାଚନ-୨୦୨୪ ପାଇଁ କଂଗ୍ରେସ ଏପର୍ଯ୍ୟନ୍ତ ୨ଟି ପର୍ଯ୍ୟାୟରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କରିଥିଲା। ଆଜି ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ । ୭୫ଟି ବିଧାନସଭା ଆସନ ପାଇଁ ତାଲିକା ପ୍ରକାଶ କଲା କଂଗ୍ରେସ । ଗତକାଲି ଦଳ ୯ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଜାରି କରିଥିଲା।
ଆସିଲା କଂଗ୍ରେସର ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀଙ୍କ ତାଲିକା