ନିର୍ବାଚନୀ ମିଥ୍ୟା ସତ୍ୟପାଠ ମାମଲା : ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

The Sakala Picture
Published On

କଟକ : ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନୀ ମିଥ୍ୟା ସତ୍ୟପାଠ ମାମଲାରେ ବଡ଼ ରାୟ ଶୁଣାଇଛନ୍ତି ଓଡ଼ିଶା ହାଇକୋର୍ଟ। କୋର୍ଟ ତାଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି। ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ମହମ୍ମଦ ମୋକିମ ତାଙ୍କ ନାମାଙ୍କନ ବେଳେ ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନଥିବା ଅଭିଯୋଗ କରିଥିଲେ। ଯାହା ହାଇକୋର୍ଟରେ ପ୍ରମାଣିତ ହୋଇଥିଲା। ହାଇକୋର୍ଟ ମହମ୍ମଦ ମୋକିମ ସତ୍ୟପାଠରେ ନିୟମ ମୁତାବକ ତଥ୍ୟ ଦେଇନଥିବା ଓ ଅନେକ ତଥ୍ୟ ଲୁଚାଇଥିବା […]

କଟକ : ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନୀ ମିଥ୍ୟା ସତ୍ୟପାଠ ମାମଲାରେ ବଡ଼ ରାୟ ଶୁଣାଇଛନ୍ତି ଓଡ଼ିଶା ହାଇକୋର୍ଟ। କୋର୍ଟ ତାଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି ବେଦାନ୍ତ

ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ମହମ୍ମଦ ମୋକିମ ତାଙ୍କ ନାମାଙ୍କନ ବେଳେ ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନଥିବା ଅଭିଯୋଗ କରିଥିଲେ। ଯାହା ହାଇକୋର୍ଟରେ ପ୍ରମାଣିତ ହୋଇଥିଲା। ହାଇକୋର୍ଟ ମହମ୍ମଦ ମୋକିମ ସତ୍ୟପାଠରେ ନିୟମ ମୁତାବକ ତଥ୍ୟ ଦେଇନଥିବା ଓ ଅନେକ ତଥ୍ୟ ଲୁଚାଇଥିବା ପ୍ରମାଣ ପାଇବା ପରେ ତାଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ପୌରସଂସ୍ଥା ଏବଂ ସ୍ମାର୍ଟ ସିଟି ଲିମିଟେଡ୍‌ଗୁଡ଼ିକର ଆର୍ଥିକ କ୍ଷମତାକୁ ବୃଦ୍ଧି କଲେ ରାଜ୍ୟ ସରକାର

04 Mar 2024 By The Sakala

ନିର୍ବାଚନୀ ମିଥ୍ୟା ସତ୍ୟପାଠ ମାମଲା : ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

କଟକ : ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନୀ ମିଥ୍ୟା ସତ୍ୟପାଠ ମାମଲାରେ ବଡ଼ ରାୟ ଶୁଣାଇଛନ୍ତି ଓଡ଼ିଶା ହାଇକୋର୍ଟ। କୋର୍ଟ ତାଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି।

ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ମହମ୍ମଦ ମୋକିମ ତାଙ୍କ ନାମାଙ୍କନ ବେଳେ ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନଥିବା ଅଭିଯୋଗ କରିଥିଲେ। ଯାହା ହାଇକୋର୍ଟରେ ପ୍ରମାଣିତ ହୋଇଥିଲା। ହାଇକୋର୍ଟ ମହମ୍ମଦ ମୋକିମ ସତ୍ୟପାଠରେ ନିୟମ ମୁତାବକ ତଥ୍ୟ ଦେଇନଥିବା ଓ ଅନେକ ତଥ୍ୟ ଲୁଚାଇଥିବା ପ୍ରମାଣ ପାଇବା ପରେ ତାଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର