ଓପିଏସସି ଦ୍ୱାରା ପରିଚାଳିତ ଏଏସଓ ପରୀକ୍ଷାର ମେରିଷ୍ଟ ଲିଷ୍ଟକୁ ଖାରଜ କଲେ ହାଇକୋର୍ଟ

The Sakala Picture
Published On

ଭୁବନେଶ୍ୱର: ASO ନିଯୁକ୍ତି ବିଜ୍ଞପ୍ତି ରଦ୍ଦ କଲେ ହାଇକୋର୍ଟ । ହାଇକୋର୍ଟରେ ଏଏସଓ ନିଯୁକ୍ତି ଅନିୟମିତତା ମାମଲାର ଶୁଣାଣୀ ହୋଇଛି । ଓପିଏସସି ଦ୍ୱାରା ପରିଚାଳିତ ଏଏସଓ ପରୀକ୍ଷାର ମେରିଷ୍ଟ ଲିଷ୍ଟକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି । ଅଗଷ୍ଟ ମାସରେ ୭୯୬ଟି ଏଏସଓ ପଦବୀ ପାଇଁ ପରୀକ୍ଷା ହୋଇଥିଲା । ତେବେ ଆଗାମୀ ୨ ମାସ ମଧ୍ୟରେ ପୁନର୍ବାର ସାନି ତାଲିକା ପ୍ରକାଶ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଓଡ଼ିଶା ଉଚ୍ଚ ନ୍ୟାୟାଳୟ […]

ଭୁବନେଶ୍ୱର: ASO ନିଯୁକ୍ତି ବିଜ୍ଞପ୍ତି ରଦ୍ଦ କଲେ ହାଇକୋର୍ଟ । ହାଇକୋର୍ଟରେ ଏଏସଓ ନିଯୁକ୍ତି ଅନିୟମିତତା ମାମଲାର ଶୁଣାଣୀ ହୋଇଛି । ଓପିଏସସି ଦ୍ୱାରା ପରିଚାଳିତ ଏଏସଓ ପରୀକ୍ଷାର ମେରିଷ୍ଟ ଲିଷ୍ଟକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି । ଅଗଷ୍ଟ ମାସରେ ୭୯୬ଟି ଏଏସଓ ପଦବୀ ପାଇଁ ପରୀକ୍ଷା ହୋଇଥିଲା । ତେବେ ଆଗାମୀ ୨ ମାସ ମଧ୍ୟରେ ପୁନର୍ବାର ସାନି ତାଲିକା ପ୍ରକାଶ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଶୁଣାଣି କରି କହିଛନ୍ତି ଯେ ପ୍ରକାଶ ପାଇବା ମେରିଟ୍ ଲିଷ୍ଟ ଗ୍ରହଣୀୟ ନୁହେଁ। ଏଣୁ ଓପିଏସସି ନିୟମ ଅନୁଯାୟୀ ଲିଖିତ ପରୀକ୍ଷା ଆଧାରରେ ଆଉ ଥରେ ନଜର ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ମାମଲାର ଶୁଣାଣି ଶେଷ ହୋଇ ରାୟ ସଂରକ୍ଷିତ ଥିଲା।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର