ମିଳିଲା ଅନୁମତି, ଏଥର ଦୀପାବଳିରେ ଫୁଟିବ କେବଳ ଗ୍ରୀନ୍ କ୍ରାକର

The Sakala Picture
Published On

କଟକ: ସବୁଜ ବାଣକୁ ରାଜ୍ୟରେ ମିଳିଲା ଅନୁମତି। ଏଥର ଦୀପାବଳିରେ ଫୁଟିବ ଗ୍ରୀନ୍ କ୍ରାକର । ଅନୁମତି ଦେଲେ ମାନ୍ୟବର ହାଇକୋର୍ଟ । କେବଳ ଗ୍ରୀନ କ୍ରାକର ଫୁଟାଇବାକୁ ଅନୁମତି ଦେଇଛନ୍ତି ରାଜ୍ୟ ଉଚ୍ଚ ନ୍ୟାୟାଳୟ । ସରକାର ବାଣ ଫୁଟାଇବା ନେଇ ପ୍ରତିବନ୍ଧକ ଲାଗାଇଥିବାବେଳେ ହାଇକୋର୍ଟରେ ଏନେଇ ଏକ ଅଭିଯୋଗ ଦାଖଲ କରାଯାଇଥିଲା । କୋଭିଡ ସମୟରେ କଟକଣାକୁ ଅନୁପାଳନ କରିବା ଏବଂ ବାୟୁ ମଣ୍ଡଳ ପ୍ରଦୂଷିତ ହେଉଥିବାରୁ ଏହା ଉପରେ ପ୍ରତିବନ୍ଧକ ଜାରି କରିଥିଲେ […]

କଟକ: ସବୁଜ ବାଣକୁ ରାଜ୍ୟରେ ମିଳିଲା ଅନୁମତି। ଏଥର ଦୀପାବଳିରେ ଫୁଟିବ ଗ୍ରୀନ୍ କ୍ରାକର । ଅନୁମତି ଦେଲେ ମାନ୍ୟବର ହାଇକୋର୍ଟ । କେବଳ ଗ୍ରୀନ କ୍ରାକର ଫୁଟାଇବାକୁ ଅନୁମତି ଦେଇଛନ୍ତି ରାଜ୍ୟ ଉଚ୍ଚ ନ୍ୟାୟାଳୟ । ସରକାର ବାଣ ଫୁଟାଇବା ନେଇ ପ୍ରତିବନ୍ଧକ ଲାଗାଇଥିବାବେଳେ ହାଇକୋର୍ଟରେ ଏନେଇ ଏକ ଅଭିଯୋଗ ଦାଖଲ କରାଯାଇଥିଲା । କୋଭିଡ ସମୟରେ କଟକଣାକୁ ଅନୁପାଳନ କରିବା ଏବଂ ବାୟୁ ମଣ୍ଡଳ ପ୍ରଦୂଷିତ ହେଉଥିବାରୁ ଏହା ଉପରେ ପ୍ରତିବନ୍ଧକ ଜାରି କରିଥିଲେ ରାଜ୍ୟ ସରକାର । ଅଲ୍ ଓଡ଼ିଶା ଫାୟାର ୱାର୍କ୍ସ ଡିଲର୍ସ ଆସୋସିଏସନ୍ ପକ୍ଷରୁ କରାଯାଇଥିବା ଆବେଦନ ଉପରେ ଶୁଣାଣି କରି ରାୟ ଦେଇଛନ୍ତି ହାଇକୋର୍ଟ।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ପୋଖରୀକୁ ଖସିଲା ବରଯାତ୍ରୀ ଗାଡ଼ି, ୫ ମୃତ

କେବଳ ରାତି ୮ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବାଣ ଫୁଟି ପାରିବ । ବଜାରରେ କେବଳ ଗ୍ରୀନ୍ କ୍ରାକର ବିକ୍ରି ହେବା ଦାୟିତ୍ବ ରାଜ୍ୟ ସରକାରଙ୍କର । ଗ୍ରୀନ୍ କ୍ରାକର ବ୍ୟତୀତ ଅନ୍ୟ ବାଣ ବିକ୍ରି ହୋଇପାରିବ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆଦେଶ ଉଲଂଘନ ହେଲେ ସ୍ଥାନୀୟ ପୋଲିସ ପଦକ୍ଷେପ ନେଇପାରିବ ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୧୬ରେ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ଅବସର ଗ୍ରହଣକୁ ସରକାରଙ୍କ ଅନୁମତି, ଅଗଷ୍ଟ ୭ରେ ନୂଆ ଡିଜିପି ଚୟନ ପାଇଁ ବୈଠକ

01 Nov 2021 By The Sakala

ମିଳିଲା ଅନୁମତି, ଏଥର ଦୀପାବଳିରେ ଫୁଟିବ କେବଳ ଗ୍ରୀନ୍ କ୍ରାକର

କଟକ: ସବୁଜ ବାଣକୁ ରାଜ୍ୟରେ ମିଳିଲା ଅନୁମତି। ଏଥର ଦୀପାବଳିରେ ଫୁଟିବ ଗ୍ରୀନ୍ କ୍ରାକର । ଅନୁମତି ଦେଲେ ମାନ୍ୟବର ହାଇକୋର୍ଟ । କେବଳ ଗ୍ରୀନ କ୍ରାକର ଫୁଟାଇବାକୁ ଅନୁମତି ଦେଇଛନ୍ତି ରାଜ୍ୟ ଉଚ୍ଚ ନ୍ୟାୟାଳୟ । ସରକାର ବାଣ ଫୁଟାଇବା ନେଇ ପ୍ରତିବନ୍ଧକ ଲାଗାଇଥିବାବେଳେ ହାଇକୋର୍ଟରେ ଏନେଇ ଏକ ଅଭିଯୋଗ ଦାଖଲ କରାଯାଇଥିଲା । କୋଭିଡ ସମୟରେ କଟକଣାକୁ ଅନୁପାଳନ କରିବା ଏବଂ ବାୟୁ ମଣ୍ଡଳ ପ୍ରଦୂଷିତ ହେଉଥିବାରୁ ଏହା ଉପରେ ପ୍ରତିବନ୍ଧକ ଜାରି କରିଥିଲେ ରାଜ୍ୟ ସରକାର । ଅଲ୍ ଓଡ଼ିଶା ଫାୟାର ୱାର୍କ୍ସ ଡିଲର୍ସ ଆସୋସିଏସନ୍ ପକ୍ଷରୁ କରାଯାଇଥିବା ଆବେଦନ ଉପରେ ଶୁଣାଣି କରି ରାୟ ଦେଇଛନ୍ତି ହାଇକୋର୍ଟ।

କେବଳ ରାତି ୮ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବାଣ ଫୁଟି ପାରିବ । ବଜାରରେ କେବଳ ଗ୍ରୀନ୍ କ୍ରାକର ବିକ୍ରି ହେବା ଦାୟିତ୍ବ ରାଜ୍ୟ ସରକାରଙ୍କର । ଗ୍ରୀନ୍ କ୍ରାକର ବ୍ୟତୀତ ଅନ୍ୟ ବାଣ ବିକ୍ରି ହୋଇପାରିବ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆଦେଶ ଉଲଂଘନ ହେଲେ ସ୍ଥାନୀୟ ପୋଲିସ ପଦକ୍ଷେପ ନେଇପାରିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର