ନିର୍ବାଚନୀ ହିଂସାକୁ ନେଇ ଉଚ୍ଚସ୍ତରୀୟ ବୈଠକ: ଡିଜିପି କହିଲେ, କୌଣସି ଗଣ୍ଡଗୋଳକୁ ବରଦାସ୍ତ କରାଯିବନି

The Sakala Picture
Published On

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ହିଂସାକୁ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି । ବୈଠକରେ ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି ଉପସ୍ଥିତ ଥିଲେ । ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ୍‌ ମହାନିର୍ଦ୍ଦେଶକ ସୁନୀଲ୍‌ ବଂଶଲ୍‌ । ନିର୍ବାଚନ ସମୟରେ କୌଣସି ଗଣ୍ଡଗୋଳ, ହିଂସାକୁ ବରଦାସ୍ତ କରାଯିବନାହିଁ । ଡିଜିପି କହିଛନ୍ତି କି, ଏ ଘଟଣାରେ ପୋଲିସ କୋହଳ ମନୋଭାବ ନ ଦେଖାଇ କାର୍ଯ୍ୟାନୁଷ୍ଠାନ ନେବ । ଆମେ ନିୟମ […]

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ହିଂସାକୁ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି । ବୈଠକରେ ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି ଉପସ୍ଥିତ ଥିଲେ । ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ୍‌ ମହାନିର୍ଦ୍ଦେଶକ ସୁନୀଲ୍‌ ବଂଶଲ୍‌ । ନିର୍ବାଚନ ସମୟରେ କୌଣସି ଗଣ୍ଡଗୋଳ, ହିଂସାକୁ ବରଦାସ୍ତ କରାଯିବନାହିଁ । ଡିଜିପି କହିଛନ୍ତି କି, ଏ ଘଟଣାରେ ପୋଲିସ କୋହଳ ମନୋଭାବ ନ ଦେଖାଇ କାର୍ଯ୍ୟାନୁଷ୍ଠାନ ନେବ । ଆମେ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ । ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରେ ଚାଲିଥିଲା ଏହି ଜରୁରୀ ବୈଠକ ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ପ୍ରଥମ ପର୍ଯ୍ୟାୟ ମତଦାନ ବେଳେ କିଛି ସ୍ଥାନରେ ହିଂସା ହିଂସାତ୍ମକ କାର୍ରଯ୍ୟକଳାପ ନଜରକୁ ଆସିଥିବା ସେ କହିଛନ୍ତି । ଏହି ହିଂସାରେ ସଂପୃକ୍ତ ଥିବା ବ୍ୟକ୍ତିଙ୍କୁ ଗିରଫ କରାଯାଉଛି । ସେମାନଙ୍କ ବିରୋଧରେ ଆଇନ୍‌ ଅନୁଯାୟୀ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଡିଜିପି । ଗଣ୍ଡଗୋଳକୁ ବରଦାସ୍ତ କରାଯିବ ନାହିଁ । ବାକି ଥିବା ୪ ପର୍ଯ୍ୟାୟ ନିର୍ବାଚନରେ ହିଂସାକୁ ରୋକିବାକୁ ପଦକ୍ଷେପ ନିଆଯାଉଛି । ଭୋଟ ହେବାକୁ ଥିବା ସ୍ଥାନରେ ପୋଲିସ୍‌ ମୁତୟନ କଡ଼ାକଡ଼ି କରାଯାଉଥିବା ସେ ପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

17 Feb 2022 By The Sakala

ନିର୍ବାଚନୀ ହିଂସାକୁ ନେଇ ଉଚ୍ଚସ୍ତରୀୟ ବୈଠକ: ଡିଜିପି କହିଲେ, କୌଣସି ଗଣ୍ଡଗୋଳକୁ ବରଦାସ୍ତ କରାଯିବନି

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ହିଂସାକୁ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି । ବୈଠକରେ ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି ଉପସ୍ଥିତ ଥିଲେ । ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ୍‌ ମହାନିର୍ଦ୍ଦେଶକ ସୁନୀଲ୍‌ ବଂଶଲ୍‌ । ନିର୍ବାଚନ ସମୟରେ କୌଣସି ଗଣ୍ଡଗୋଳ, ହିଂସାକୁ ବରଦାସ୍ତ କରାଯିବନାହିଁ । ଡିଜିପି କହିଛନ୍ତି କି, ଏ ଘଟଣାରେ ପୋଲିସ କୋହଳ ମନୋଭାବ ନ ଦେଖାଇ କାର୍ଯ୍ୟାନୁଷ୍ଠାନ ନେବ । ଆମେ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ । ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରେ ଚାଲିଥିଲା ଏହି ଜରୁରୀ ବୈଠକ ।

ପ୍ରଥମ ପର୍ଯ୍ୟାୟ ମତଦାନ ବେଳେ କିଛି ସ୍ଥାନରେ ହିଂସା ହିଂସାତ୍ମକ କାର୍ରଯ୍ୟକଳାପ ନଜରକୁ ଆସିଥିବା ସେ କହିଛନ୍ତି । ଏହି ହିଂସାରେ ସଂପୃକ୍ତ ଥିବା ବ୍ୟକ୍ତିଙ୍କୁ ଗିରଫ କରାଯାଉଛି । ସେମାନଙ୍କ ବିରୋଧରେ ଆଇନ୍‌ ଅନୁଯାୟୀ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଡିଜିପି । ଗଣ୍ଡଗୋଳକୁ ବରଦାସ୍ତ କରାଯିବ ନାହିଁ । ବାକି ଥିବା ୪ ପର୍ଯ୍ୟାୟ ନିର୍ବାଚନରେ ହିଂସାକୁ ରୋକିବାକୁ ପଦକ୍ଷେପ ନିଆଯାଉଛି । ଭୋଟ ହେବାକୁ ଥିବା ସ୍ଥାନରେ ପୋଲିସ୍‌ ମୁତୟନ କଡ଼ାକଡ଼ି କରାଯାଉଥିବା ସେ ପ୍ରକାଶ କରିଛନ୍ତି ।

https://www.thesakala.in/latest-odisha-news/high-level-meeting-on-election-violence/article-9329
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର