ଲୋକସେବା ଭବନରେ ଓମିକ୍ରନ୍ ମୁକାବିଲା ନେଇ ଆଜି ବସିବ ଉଚ୍ଚସ୍ତରୀୟ ବୈଠକ

The Sakala Picture
Published On

ଭୁବନେଶ୍ୱର: ଚିନ୍ତା ବଢାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ । ସାରା ବିଶ୍ୱରେ ଓମିକ୍ରନ ବ୍ୟାପିବାରେ ଲାଗିଛି । ଗତକାଲି ରାଜ୍ୟରୁ ୨ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ଚିହ୍ନଟ ହେବା ପରେ ରାଜ୍ୟକୁ ଚିନ୍ତା ଘାରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଆଜି ଲୋକସେବା ଭବନରେ ଓମିକ୍ରନ ମୁକାବିଲା ନେଇ ଉଚ୍ଚସ୍ତରୀୟ ବୈଠକ ହେବ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ହେବ […]

ଭୁବନେଶ୍ୱର: ଚିନ୍ତା ବଢାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ । ସାରା ବିଶ୍ୱରେ ଓମିକ୍ରନ ବ୍ୟାପିବାରେ ଲାଗିଛି । ଗତକାଲି ରାଜ୍ୟରୁ ୨ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ଚିହ୍ନଟ ହେବା ପରେ ରାଜ୍ୟକୁ ଚିନ୍ତା ଘାରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଆଜି ଲୋକସେବା ଭବନରେ ଓମିକ୍ରନ ମୁକାବିଲା ନେଇ ଉଚ୍ଚସ୍ତରୀୟ ବୈଠକ ହେବ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ହେବ ।

ଆହୁରି ପଢ଼ନ୍ତୁ: କେନ୍ଦୁଝର ଜିଲ୍ଲା ଯୋଜନା ବୋର୍ଡ ନିର୍ବାଚନ: ସମସ୍ତ ୧୪ ସିଟ୍‌ରେ ବିଜେଡିର ବାଜିମାତ୍‌

ବୈଠକରେ ଓମିକ୍ରନ ମୁକାବିଲା କିପରି କରିହେବ ସେନେଇ ଆଲୋଚନା ହେବ । ମଧ୍ୟାହ୍ନ ୧୨ଟା ୩୦ମିନିଟରେ ଏହି ବୈଠକ ବସିବ। ଏଥିରେ ସବୁ ଜିଲ୍ଲାର ଜିଲ୍ଲାପାଳ, ଏସପି ଯୋଗଦେବେ ବୋଲି ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ଉପର ମୁଣ୍ଡରେ ପ୍ରବଳ ବର୍ଷା; ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍, ମୋଟ୍ ୧୬ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

22 Dec 2021 By The Sakala

ଲୋକସେବା ଭବନରେ ଓମିକ୍ରନ୍ ମୁକାବିଲା ନେଇ ଆଜି ବସିବ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ଚିନ୍ତା ବଢାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ । ସାରା ବିଶ୍ୱରେ ଓମିକ୍ରନ ବ୍ୟାପିବାରେ ଲାଗିଛି । ଗତକାଲି ରାଜ୍ୟରୁ ୨ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ଚିହ୍ନଟ ହେବା ପରେ ରାଜ୍ୟକୁ ଚିନ୍ତା ଘାରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଆଜି ଲୋକସେବା ଭବନରେ ଓମିକ୍ରନ ମୁକାବିଲା ନେଇ ଉଚ୍ଚସ୍ତରୀୟ ବୈଠକ ହେବ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ହେବ ।

ବୈଠକରେ ଓମିକ୍ରନ ମୁକାବିଲା କିପରି କରିହେବ ସେନେଇ ଆଲୋଚନା ହେବ । ମଧ୍ୟାହ୍ନ ୧୨ଟା ୩୦ମିନିଟରେ ଏହି ବୈଠକ ବସିବ। ଏଥିରେ ସବୁ ଜିଲ୍ଲାର ଜିଲ୍ଲାପାଳ, ଏସପି ଯୋଗଦେବେ ବୋଲି ଜଣାପଡ଼ିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର