ନବୀନଙ୍କୁ ଭେଟିଲେ ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି କାଉନସିଲର ଓ ନେତୃବୃନ୍ଦ; ଆଗାମୀ ପଞ୍ଚାୟତ ନିର୍ବାଚନ ରଣନୀତି ନେଇ ଆଲୋଚନା

Madhusudan Das Picture
Published On

ଭୁବନେଶ୍ୱର: ହିଞ୍ଜିଳିକାଟୁ ମ୍ୟୁନିସିପାଲିଟିର କାଉନସିଲର, ସମର୍ଥକ ଓ ନେତୃବୃନ୍ଦ ଗୁରୁବାର ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ନବୀନ ସେମନଙ୍କ ସହ ଆସନ୍ତା ପୌର ନିର୍ବାଚନ ପ୍ରରିପେକ୍ଷୀରେ ଦଳୀୟ ସଂଗଠନ, ରଣନୀତି ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ଅବସରରେ ୩୦୦ରୁ ଅଧିକ ନେତା ଓ ଶୁଭେଚ୍ଛୁ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଘରେ ପଶିଲା ମହାବଳ ବାଘ, ବାହାରୁ ତାଲା ପକାଇ ଆବଦ୍ଧ କଲେ ଗାଁ ଲୋକେ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର