ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ୍, ମୋଟ୍ ୧୪ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି

The Sakala Picture
Published On

ସମ୍ବଲପୁର: ହୀରାକୁଦର ଖୋଲିଲା ଆଉ ୮ଟି ଗେଟ୍ । ଆଜି ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ୍ ଖୋଲିଛି । ବର୍ତ୍ତମାନ ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ବାମ ପଟୁ ୯ଟି ଓ ଡାହାଣ ପଟୁ ୫ଟି ଗେଟ୍ ଖୋଲା ରହିଛି । ହୀରାକୁଦ ଡ୍ୟାମର ଉପରମୁଣ୍ଡରେ ବଢ଼ୁଛି ଜଳସ୍ତର । ଜଳସ୍ତର ବଢ଼ୁଥିବାରୁ ଖୋଲାଯାଇଛି ଆଉ ୮ଟି ଗେଟ୍ । ଉପର ମୁଣ୍ଡରେ ବର୍ଷା ବଢ଼ିଥିବାରୁ ଜଳଭଣ୍ଡାରକୁ ଇନଫ୍ଲୋ […]

ସମ୍ବଲପୁର: ହୀରାକୁଦର ଖୋଲିଲା ଆଉ ୮ଟି ଗେଟ୍ । ଆଜି ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ୍ ଖୋଲିଛି । ବର୍ତ୍ତମାନ ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ବାମ ପଟୁ ୯ଟି ଓ ଡାହାଣ ପଟୁ ୫ଟି ଗେଟ୍ ଖୋଲା ରହିଛି । ହୀରାକୁଦ ଡ୍ୟାମର ଉପରମୁଣ୍ଡରେ ବଢ଼ୁଛି ଜଳସ୍ତର । ଜଳସ୍ତର ବଢ଼ୁଥିବାରୁ ଖୋଲାଯାଇଛି ଆଉ ୮ଟି ଗେଟ୍ । ଉପର ମୁଣ୍ଡରେ ବର୍ଷା ବଢ଼ିଥିବାରୁ ଜଳଭଣ୍ଡାରକୁ ଇନଫ୍ଲୋ ବଢ଼ିଛି । ଆଉଟ୍‌ଫ୍ଲୋ ସମାନ ରଖିବା ପାଇଁ ଆଉ ୮ଟି ଗେଟ୍ ଖୋଲିଥିବା ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଗୁରୁବାର ଦିନ ୬ଟି ଗେଟ୍ ଖୋଲାଯାଇଥିଲା ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

24 Aug 2024 By The Sakala

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ୍, ମୋଟ୍ ୧୪ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର: ହୀରାକୁଦର ଖୋଲିଲା ଆଉ ୮ଟି ଗେଟ୍ । ଆଜି ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ୍ ଖୋଲିଛି । ବର୍ତ୍ତମାନ ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ବାମ ପଟୁ ୯ଟି ଓ ଡାହାଣ ପଟୁ ୫ଟି ଗେଟ୍ ଖୋଲା ରହିଛି । ହୀରାକୁଦ ଡ୍ୟାମର ଉପରମୁଣ୍ଡରେ ବଢ଼ୁଛି ଜଳସ୍ତର । ଜଳସ୍ତର ବଢ଼ୁଥିବାରୁ ଖୋଲାଯାଇଛି ଆଉ ୮ଟି ଗେଟ୍ । ଉପର ମୁଣ୍ଡରେ ବର୍ଷା ବଢ଼ିଥିବାରୁ ଜଳଭଣ୍ଡାରକୁ ଇନଫ୍ଲୋ ବଢ଼ିଛି । ଆଉଟ୍‌ଫ୍ଲୋ ସମାନ ରଖିବା ପାଇଁ ଆଉ ୮ଟି ଗେଟ୍ ଖୋଲିଥିବା ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଗୁରୁବାର ଦିନ ୬ଟି ଗେଟ୍ ଖୋଲାଯାଇଥିଲା ।

https://www.thesakala.in/latest-odisha-news/hirakud-dam-opened-more-8-gate-today/article-34646
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର