ଖୋଲିଲା ହୀରାକୁଦ ଗେଟ୍; ୭ନଂ ସ୍ଲୁଇସ୍ ଗେଟ୍ ଦେଇ ନିଷ୍କାସିତ ହେଉଛି ବର୍ଷର ପ୍ରଥମ ବନ୍ୟାଜଳ

The Sakala Picture
Published On

ସମ୍ବଲପୁର: ବାଜିଲା ସାଇରନ, ଖୋଲିଲା ହୀରାକୁଦ ଗେଟ୍ । ହୀରାକୁଦ ଜଳଭଣ୍ଡାରରୁ ଛଡାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ୭ନଂ ସ୍ଲୁଇସ୍ ଗେଟ୍ ଦେଇ ନିଷ୍କାସିତ ହେଉଛି ବର୍ଷର ପ୍ରଥମ ବନ୍ୟାଜଳ । ତେବେ ଆଜି ପର୍ଯ୍ୟାୟ କ୍ରମେ ୨୦ଟି ଗେଟ୍ ଖୋଲାଯିବା ନେଇ ସୂଚନା ଦେଇଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ । ସୂଚନା ଅନୁସାରେ, ମଧ୍ୟାହ୍ନ ୧୨ଟା ଭିତରେ ୭ଟି , ୧୨ଟାରୁ ୪ଟା ଭିତରେ ଅନ୍ୟ ୭ଟି ଖୋଲାଯିବ । ଏହାପରେ ୪ଟା ପରେ […]

ସମ୍ବଲପୁର: ବାଜିଲା ସାଇରନ, ଖୋଲିଲା ହୀରାକୁଦ ଗେଟ୍ । ହୀରାକୁଦ ଜଳଭଣ୍ଡାରରୁ ଛଡାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ୭ନଂ ସ୍ଲୁଇସ୍ ଗେଟ୍ ଦେଇ ନିଷ୍କାସିତ ହେଉଛି ବର୍ଷର ପ୍ରଥମ ବନ୍ୟାଜଳ । ତେବେ ଆଜି ପର୍ଯ୍ୟାୟ କ୍ରମେ ୨୦ଟି ଗେଟ୍ ଖୋଲାଯିବା ନେଇ ସୂଚନା ଦେଇଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ସୂଚନା ଅନୁସାରେ, ମଧ୍ୟାହ୍ନ ୧୨ଟା ଭିତରେ ୭ଟି , ୧୨ଟାରୁ ୪ଟା ଭିତରେ ଅନ୍ୟ ୭ଟି ଖୋଲାଯିବ । ଏହାପରେ ୪ଟା ପରେ ଅନ୍ୟ ୬ଟି ଗେଟ୍ ଖୋଲାଯିବ ବୋଲି ସୂଚନା ରହିଛି । ଏଥିପାଇଁ ପ୍ରଶାସନିକ ଓ ଜଳ ସମ୍ପଦ ବିଭାଗ ତାଙ୍କର ସମସ୍ତ ପ୍ରସ୍ତୁତି ସାରିଛନ୍ତି l ତଳମୁଣ୍ଡର ୧୪ ଜିଲ୍ଲାର ଜିଲ୍ଲାପାଳ, ଏସପିଙ୍କୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ନିଜ ଜିଲ୍ଲାରେ ବ୍ୟାପକ ସଚେତନତା ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି । ଆଜି ୨୦ଟି ଗେଟ୍ ଖୋଲୁଥିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ଥିବାରୁ ନଦୀ କୂଳଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ଓ ଉଚ୍ଚ ସ୍ଥାନାନ୍ତର ହେବାକୁ ଡ୍ୟାମ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସତର୍କ କରାଯାଇଛି । ତେବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୫.୨୯ ଫୁଟରେ ପହଞ୍ଚିଛି । ସେହିପରି ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୯୪ ହଜାର ୧୧୧ କ୍ୟୁସେକ ଜଳ ପ୍ରବେଶ କରୁଛି ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

28 Jul 2024 By The Sakala

ଖୋଲିଲା ହୀରାକୁଦ ଗେଟ୍; ୭ନଂ ସ୍ଲୁଇସ୍ ଗେଟ୍ ଦେଇ ନିଷ୍କାସିତ ହେଉଛି ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର: ବାଜିଲା ସାଇରନ, ଖୋଲିଲା ହୀରାକୁଦ ଗେଟ୍ । ହୀରାକୁଦ ଜଳଭଣ୍ଡାରରୁ ଛଡାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ୭ନଂ ସ୍ଲୁଇସ୍ ଗେଟ୍ ଦେଇ ନିଷ୍କାସିତ ହେଉଛି ବର୍ଷର ପ୍ରଥମ ବନ୍ୟାଜଳ । ତେବେ ଆଜି ପର୍ଯ୍ୟାୟ କ୍ରମେ ୨୦ଟି ଗେଟ୍ ଖୋଲାଯିବା ନେଇ ସୂଚନା ଦେଇଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ ।

ସୂଚନା ଅନୁସାରେ, ମଧ୍ୟାହ୍ନ ୧୨ଟା ଭିତରେ ୭ଟି , ୧୨ଟାରୁ ୪ଟା ଭିତରେ ଅନ୍ୟ ୭ଟି ଖୋଲାଯିବ । ଏହାପରେ ୪ଟା ପରେ ଅନ୍ୟ ୬ଟି ଗେଟ୍ ଖୋଲାଯିବ ବୋଲି ସୂଚନା ରହିଛି । ଏଥିପାଇଁ ପ୍ରଶାସନିକ ଓ ଜଳ ସମ୍ପଦ ବିଭାଗ ତାଙ୍କର ସମସ୍ତ ପ୍ରସ୍ତୁତି ସାରିଛନ୍ତି l ତଳମୁଣ୍ଡର ୧୪ ଜିଲ୍ଲାର ଜିଲ୍ଲାପାଳ, ଏସପିଙ୍କୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ନିଜ ଜିଲ୍ଲାରେ ବ୍ୟାପକ ସଚେତନତା ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି । ଆଜି ୨୦ଟି ଗେଟ୍ ଖୋଲୁଥିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ଥିବାରୁ ନଦୀ କୂଳଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ଓ ଉଚ୍ଚ ସ୍ଥାନାନ୍ତର ହେବାକୁ ଡ୍ୟାମ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସତର୍କ କରାଯାଇଛି । ତେବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୫.୨୯ ଫୁଟରେ ପହଞ୍ଚିଛି । ସେହିପରି ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୯୪ ହଜାର ୧୧୧ କ୍ୟୁସେକ ଜଳ ପ୍ରବେଶ କରୁଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର