ଆଜି ହୀରାକୁଦ ଛାଡ଼ିବ ପ୍ରଥମ ବନ୍ୟାଜଳ, ସକାଳ ୯ଟାରେ ଖୋଲିବ ଗେଟ୍

The Sakala Picture
Published On

ସମ୍ୱଲପୁର: ଆଜି ହୀରାକୁଦରୁ ପ୍ରଥମ ବନ୍ୟାଜଳ ଛଡ଼ାଯିବ। ବନ୍ଧର ଜଳ ନିୟନ୍ତ୍ରଣ ପାଇଁ ଏପରି ପଦକ୍ଷେପ ନିଆଯାଇଛି ବୋଲି ଡ୍ୟାମ୍‌ ମୁଖ୍ୟଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ଗତ କିଛି ଦିନ ହେବ ଲଗାଣ ବର୍ଷା ଜାରି ରହିଛି। ଉପରମୁଣ୍ଡ ଛତିଶଗଡ଼ରେ ମଧ୍ୟ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପ୍ରବଳ ବର୍ଷା ହୋଇଛି। ତେଣୁ ହୀରାକୁଦ ଜଳ ଭଣ୍ଡାରକୁ ଜଳପ୍ରବାହ ବୃଦ୍ଧି ପାଇଛି। ପ୍ରତି ସେକେଣ୍ଡରେ ୨ଲକ୍ଷ ୯୪ ହଜାର ୧୧୨ ଘନଫୁଟ ଜଳ […]

ସମ୍ୱଲପୁର: ଆଜି ହୀରାକୁଦରୁ ପ୍ରଥମ ବନ୍ୟାଜଳ ଛଡ଼ାଯିବ। ବନ୍ଧର ଜଳ ନିୟନ୍ତ୍ରଣ ପାଇଁ ଏପରି ପଦକ୍ଷେପ ନିଆଯାଇଛି ବୋଲି ଡ୍ୟାମ୍‌ ମୁଖ୍ୟଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ଗତ କିଛି ଦିନ ହେବ ଲଗାଣ ବର୍ଷା ଜାରି ରହିଛି। ଉପରମୁଣ୍ଡ ଛତିଶଗଡ଼ରେ ମଧ୍ୟ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପ୍ରବଳ ବର୍ଷା ହୋଇଛି। ତେଣୁ ହୀରାକୁଦ ଜଳ ଭଣ୍ଡାରକୁ ଜଳପ୍ରବାହ ବୃଦ୍ଧି ପାଇଛି। ପ୍ରତି ସେକେଣ୍ଡରେ ୨ଲକ୍ଷ ୯୪ ହଜାର ୧୧୨ ଘନଫୁଟ ଜଳ ପ୍ରବେଶ କରୁଛି। ଏବେ ଡ୍ୟାମର ଜଳସ୍ତର ୬୧୫ ଫୁଟ୍‌ ହୋଇସାରିଛି। ‌ତେଣୁ ରୁଲ୍‌‌କର୍ଭକୁ ଆଖି ଆଗରେ ରଖି ଆଜି ସକାଳ ୯ଟାରେ ହୀରାକୁଦ ଜଳଭଣ୍ଡାରର ପ୍ରଥମ ବନ୍ୟାଜଳ ମହାନଦୀରେ ଛଡ଼ାଯିବ। ଏଥିପାଇଁ ପୂର୍ବରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନ କରାଯାଇଛି। ଏ ସଂପର୍କରେ ମହାନଦୀ ଯାଇଥିବା ତଳମୁଣ୍ଡର ସମସ୍ତ ଜିଲ୍ଲାପାଳଙ୍କୁ ଅବଗତ କରାଇ ଦିଆଯାଇଛି।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

28 Jul 2024 By The Sakala

ଆଜି ହୀରାକୁଦ ଛାଡ଼ିବ ପ୍ରଥମ ବନ୍ୟାଜଳ, ସକାଳ ୯ଟାରେ ଖୋଲିବ ଗେଟ୍

ସମ୍ୱଲପୁର: ଆଜି ହୀରାକୁଦରୁ ପ୍ରଥମ ବନ୍ୟାଜଳ ଛଡ଼ାଯିବ। ବନ୍ଧର ଜଳ ନିୟନ୍ତ୍ରଣ ପାଇଁ ଏପରି ପଦକ୍ଷେପ ନିଆଯାଇଛି ବୋଲି ଡ୍ୟାମ୍‌ ମୁଖ୍ୟଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ଗତ କିଛି ଦିନ ହେବ ଲଗାଣ ବର୍ଷା ଜାରି ରହିଛି। ଉପରମୁଣ୍ଡ ଛତିଶଗଡ଼ରେ ମଧ୍ୟ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପ୍ରବଳ ବର୍ଷା ହୋଇଛି। ତେଣୁ ହୀରାକୁଦ ଜଳ ଭଣ୍ଡାରକୁ ଜଳପ୍ରବାହ ବୃଦ୍ଧି ପାଇଛି। ପ୍ରତି ସେକେଣ୍ଡରେ ୨ଲକ୍ଷ ୯୪ ହଜାର ୧୧୨ ଘନଫୁଟ ଜଳ ପ୍ରବେଶ କରୁଛି। ଏବେ ଡ୍ୟାମର ଜଳସ୍ତର ୬୧୫ ଫୁଟ୍‌ ହୋଇସାରିଛି। ‌ତେଣୁ ରୁଲ୍‌‌କର୍ଭକୁ ଆଖି ଆଗରେ ରଖି ଆଜି ସକାଳ ୯ଟାରେ ହୀରାକୁଦ ଜଳଭଣ୍ଡାରର ପ୍ରଥମ ବନ୍ୟାଜଳ ମହାନଦୀରେ ଛଡ଼ାଯିବ। ଏଥିପାଇଁ ପୂର୍ବରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନ କରାଯାଇଛି। ଏ ସଂପର୍କରେ ମହାନଦୀ ଯାଇଥିବା ତଳମୁଣ୍ଡର ସମସ୍ତ ଜିଲ୍ଲାପାଳଙ୍କୁ ଅବଗତ କରାଇ ଦିଆଯାଇଛି।

https://www.thesakala.in/latest-odisha-news/hirakud-dam-to-open-gate-today-morning/article-33945
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର