ଖୋଲିଲା ହୀରାକୁଦ ଡ୍ୟାମର ଆଉ ୬ ଗେଟ୍, ମୋଟ ୨୦ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସିତ

The Sakala Picture
Published On

ସମ୍ବଲପୁର: ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି। ଏଥିସହ ଆଜି ଆଉ ୬ଟି ଗେଟ୍ ଖୋଲାଯାଇଛି।  ବର୍ତ୍ତମାନ ହୀରାକୁଦର ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି । ବାମ ପାର୍ଶ୍ବର ୧୩ ଓ ଡାହାଣ ପାର୍ଶ୍ବର ୭ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।  

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର