ସମ୍ବଲପୁର: ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି। ଏଥିସହ ଆଜି ଆଉ ୬ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ହୀରାକୁଦର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ବାମ ପାର୍ଶ୍ବର ୧୩ ଓ ଡାହାଣ ପାର୍ଶ୍ବର ୭ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି।