କଲମା ବ୍ୟାରେଜର ସମସ୍ତ ଗେଟ ଖୋଲିବା ପରେ ବଢୁଛି ହୀରାକୁଦ ଜଳସ୍ତର

The Sakala Picture
Published On

ସମ୍ବଲପୁର: ଛତିଶଗଡ କଲମା ବ୍ୟାରେଜ ସମସ୍ତ ଗେଟ୍ ଖୋଲିବା ପରେ ହୀରାକୁଦରେ ଜଳସ୍ତର ବଢିବାରେ ଲାଗିଛି । କଲମାର ସମସ୍ତ ଗେଟ୍ ଖୋଲାଥିବାବେଳେ ହୀରାକୁଦ ଡ୍ୟାମ୍ ଭିତରକୁ ପ୍ରତି ସେକେଣ୍ଡରେ ୯୨ ହଜାର ୫୭୩ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି । ୩୫ ହଜାର ୧୫୯ ଘନଫୁଟ ଜଳ ବିଭିନ୍ନ କେନାଲ ଦେଇ ନିଷ୍କାସିତ ହେଉଛି । ସେପଟେ ୬୦୬.୪୧ ଫୁଟରେ ପହଞ୍ଚିଲାଣି ହୀରାକୁଦ ଡ୍ୟାମର ଜଳସ୍ତର । ଉପରମୁଣ୍ଡରେ ବର୍ଷା ହେଉଥିବାରୁ, ଜଳସ୍ତର ବଢ଼ିବା ଆଶଙ୍କା […]

ସମ୍ବଲପୁର: ଛତିଶଗଡ କଲମା ବ୍ୟାରେଜ ସମସ୍ତ ଗେଟ୍ ଖୋଲିବା ପରେ ହୀରାକୁଦରେ ଜଳସ୍ତର ବଢିବାରେ ଲାଗିଛି । କଲମାର ସମସ୍ତ ଗେଟ୍ ଖୋଲାଥିବାବେଳେ ହୀରାକୁଦ ଡ୍ୟାମ୍ ଭିତରକୁ ପ୍ରତି ସେକେଣ୍ଡରେ ୯୨ ହଜାର ୫୭୩ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି । ୩୫ ହଜାର ୧୫୯ ଘନଫୁଟ ଜଳ ବିଭିନ୍ନ କେନାଲ ଦେଇ ନିଷ୍କାସିତ ହେଉଛି । ସେପଟେ ୬୦୬.୪୧ ଫୁଟରେ ପହଞ୍ଚିଲାଣି ହୀରାକୁଦ ଡ୍ୟାମର ଜଳସ୍ତର ।

ଆହୁରି ପଢ଼ନ୍ତୁ: ଜନଗଣନା-୨୦୨୭ ପାଇଁ ରାଜସ୍ବ ବିଭାଗର SOP ଜାରି, ଗଣନାକାରୀ ସରକାରୀ ପରିଚୟପତ୍ର ପିନ୍ଧିବା ଜରୁରୀ

ଉପରମୁଣ୍ଡରେ ବର୍ଷା ହେଉଥିବାରୁ, ଜଳସ୍ତର ବଢ଼ିବା ଆଶଙ୍କା କରି କଲମା ବ୍ୟାରେଜର ସମସ୍ତ ଗେଟ ଖୋଲି ଦେଇଛି ଛତିଶଗଡ । ଯାହା ଫଳରେ ମହାନଦୀର ତଳମୁଣ୍ଡକୁ ମାଡି ଆସୁଛି ପାଣି, ଏହାସହିତ ବଢ଼ିବାରେ ଲାଗିଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର ।

ଆହୁରି ପଢ଼ନ୍ତୁ: ଚାକିରି ଲୋଭ ଦେଖାଇ ଆଦିବାସୀ ଯୁବତୀଙ୍କୁ ଦିଲ୍ଲୀରେ ବିକ୍ରି; ୫ ବର୍ଷ ପରେ ଘରକୁ ଯୋଗାଯୋଗ କଲେ

02 Jul 2023 By The Sakala

କଲମା ବ୍ୟାରେଜର ସମସ୍ତ ଗେଟ ଖୋଲିବା ପରେ ବଢୁଛି ହୀରାକୁଦ ଜଳସ୍ତର

ସମ୍ବଲପୁର: ଛତିଶଗଡ କଲମା ବ୍ୟାରେଜ ସମସ୍ତ ଗେଟ୍ ଖୋଲିବା ପରେ ହୀରାକୁଦରେ ଜଳସ୍ତର ବଢିବାରେ ଲାଗିଛି । କଲମାର ସମସ୍ତ ଗେଟ୍ ଖୋଲାଥିବାବେଳେ ହୀରାକୁଦ ଡ୍ୟାମ୍ ଭିତରକୁ ପ୍ରତି ସେକେଣ୍ଡରେ ୯୨ ହଜାର ୫୭୩ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି । ୩୫ ହଜାର ୧୫୯ ଘନଫୁଟ ଜଳ ବିଭିନ୍ନ କେନାଲ ଦେଇ ନିଷ୍କାସିତ ହେଉଛି । ସେପଟେ ୬୦୬.୪୧ ଫୁଟରେ ପହଞ୍ଚିଲାଣି ହୀରାକୁଦ ଡ୍ୟାମର ଜଳସ୍ତର ।

ଉପରମୁଣ୍ଡରେ ବର୍ଷା ହେଉଥିବାରୁ, ଜଳସ୍ତର ବଢ଼ିବା ଆଶଙ୍କା କରି କଲମା ବ୍ୟାରେଜର ସମସ୍ତ ଗେଟ ଖୋଲି ଦେଇଛି ଛତିଶଗଡ । ଯାହା ଫଳରେ ମହାନଦୀର ତଳମୁଣ୍ଡକୁ ମାଡି ଆସୁଛି ପାଣି, ଏହାସହିତ ବଢ଼ିବାରେ ଲାଗିଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର