ନଭେମ୍ବର ୨୭ରେ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ନଭେମ୍ବର ୨୭ରେ ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁସାରେ, ରାଷ୍ଟ୍ରପତି ଆସନ୍ତା ୨୭ ତାରିଖ ସକାଳ ୧୦ଟାରୁ ଏହି ଉତ୍ସବରେ ଯୋଗଦେବେ। ଓଡ଼ିଆ ଜାତିର ଅନନ୍ୟ ପରମ୍ପରା, ସାଧବ ପୁଅଙ୍କର ବୀରତ୍ୱର ଗାଥା ବହନ କରୁଥିବା ଏହି ବୋଇତ ବନ୍ଦାଣ ଉତ୍ସବ […]

ନୂଆଦିଲ୍ଲୀ: ନଭେମ୍ବର ୨୭ରେ ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁସାରେ, ରାଷ୍ଟ୍ରପତି ଆସନ୍ତା ୨୭ ତାରିଖ ସକାଳ ୧୦ଟାରୁ ଏହି ଉତ୍ସବରେ ଯୋଗଦେବେ। ଓଡ଼ିଆ ଜାତିର ଅନନ୍ୟ ପରମ୍ପରା, ସାଧବ ପୁଅଙ୍କର ବୀରତ୍ୱର ଗାଥା ବହନ କରୁଥିବା ଏହି ବୋଇତ ବନ୍ଦାଣ ଉତ୍ସବ ପାରାଦ୍ୱୀପ ବନ୍ଦର କର୍ତ୍ତୃପକ୍ଷ ପ୍ରତିବର୍ଷ ପାଳନ କରନ୍ତି।

About The Author: The Sakala