ପ୍ରାଚୀନ ରୋମ ଐତିହ୍ୟ ଓ ସଂସ୍କୃତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଜ୍ଞାନରେ ଅଭିଭୂତ ଐତିହାସିକ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ରୋମ ଗସ୍ତର ଏକ ଭିଡିଓ ସାମ୍ନାକୁ ଆସିଛି । ଆଉ ଏହି ଭିଡିଓରେ ରୋମର ପ୍ରସିଦ୍ଧ ଐତିହାସିକ ମୁଖ୍ୟମନ୍ତ୍ରୀଙ୍କୁ ଯେଉଁ ପ୍ରଶଂସା କରିଛନ୍ତି, ତାହାକୁ ୫-ଟି ସଚିବ ଭି.କେ ପାଣ୍ଡିଆନ୍ ତାଙ୍କ ଇନଷ୍ଟାଗ୍ରାମରେ ଅପଲୋଡ କରିଛନ୍ତି । ରୋମର ବିଭିନ୍ନ ଐତିହାସିକ ସ୍ଥଳୀକୁ ମୁଖ୍ୟମନ୍ତ୍ରୀ ବୁଲି ଦେଖିଥିଲେ । ରୋମର ଜଣେ ସୁପ୍ରସିଦ୍ଧ ଐତିହାସିକ ମୁଖ୍ୟମନ୍ତ୍ରୀଙ୍କୁ ରୋମର ପୁରୁଣା ଐତିହ୍ୟ ଓ ସଂସ୍କୃତି ବିଷୟରେ ବୁଝାଇବାକୁ ଚେଷ୍ଟା କରିଥିଲେ । ହେଲେ ମୁଖ୍ୟମନ୍ତ୍ରୀ ରୋମର […]

ଆହୁରି ପଢ଼ନ୍ତୁ: ରୋଜଗାର ଆଶାରେ ଋଷ୍‌ ଯାଇଥିଲେ ଗଞ୍ଜାମ ଯୁବକ, ୟୁକ୍ରେନର ଡ୍ରୋନ୍‌ ମାଡ଼ରେ ଚାଲିଗଲା ଜୀବନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ରୋମ ଗସ୍ତର ଏକ ଭିଡିଓ ସାମ୍ନାକୁ ଆସିଛି । ଆଉ ଏହି ଭିଡିଓରେ ରୋମର ପ୍ରସିଦ୍ଧ ଐତିହାସିକ ମୁଖ୍ୟମନ୍ତ୍ରୀଙ୍କୁ ଯେଉଁ ପ୍ରଶଂସା କରିଛନ୍ତି, ତାହାକୁ ୫-ଟି ସଚିବ ଭି.କେ ପାଣ୍ଡିଆନ୍ ତାଙ୍କ ଇନଷ୍ଟାଗ୍ରାମରେ ଅପଲୋଡ କରିଛନ୍ତି । ରୋମର ବିଭିନ୍ନ ଐତିହାସିକ ସ୍ଥଳୀକୁ ମୁଖ୍ୟମନ୍ତ୍ରୀ ବୁଲି ଦେଖିଥିଲେ । ରୋମର ଜଣେ ସୁପ୍ରସିଦ୍ଧ ଐତିହାସିକ ମୁଖ୍ୟମନ୍ତ୍ରୀଙ୍କୁ ରୋମର ପୁରୁଣା ଐତିହ୍ୟ ଓ ସଂସ୍କୃତି ବିଷୟରେ ବୁଝାଇବାକୁ ଚେଷ୍ଟା କରିଥିଲେ । ହେଲେ ମୁଖ୍ୟମନ୍ତ୍ରୀ ରୋମର ପ୍ରାଚୀନ ଐତିହ୍ୟ ଓ ସଂସ୍କୃତି ବିଷୟରେ ଏହି ଐତିହାସିକ ଜଣଙ୍କୁ ଯେଉଁ ତଥ୍ୟ ଦେଇଥିଲେ ସେଥିରେ ଅଭିଭୂତ ହୋଇଥିଲେ ଐତିହାସିକ ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ରଞ୍ଜନ ହତ୍ୟା ମାମଲା: କାହାରିକୁ ବି ଛଡ଼ାଯିବ ନାହିଁ କହିଲେ କ୍ରାଇମବ୍ରାଞ୍ଚ ଡିଜି

ଜଣେ ବିଶ୍ୱ ପ୍ରସିଦ୍ଧ ଲେଖକ ଭାବେ ପରିଚିତ ମୁଖ୍ୟମନ୍ତ୍ରୀ, ରୋମର ଇତିହାସକୁ ନେଇ ଯେଉଁ ଜ୍ଞାନ ବଖାଣିଛନ୍ତି, ସେଥିରେ ରୋମର ଐତିହାସିକ ଜଣକ ଆଶ୍ଚର୍ଯ୍ୟ ହୋଇପଡିଥିଲେ । ପ୍ରାଚୀନ ଇତିହାସ କେବଳ ନୁହେଁ, ବିଶ୍ୱ ସାହିତ୍ୟ ଜଗତରେ ମଧ୍ୟ ଖ୍ୟାତି ସାଉଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ।

05 Jul 2022 By The Sakala

ପ୍ରାଚୀନ ରୋମ ଐତିହ୍ୟ ଓ ସଂସ୍କୃତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଜ୍ଞାନରେ ଅଭିଭୂତ ଐତିହାସିକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ରୋମ ଗସ୍ତର ଏକ ଭିଡିଓ ସାମ୍ନାକୁ ଆସିଛି । ଆଉ ଏହି ଭିଡିଓରେ ରୋମର ପ୍ରସିଦ୍ଧ ଐତିହାସିକ ମୁଖ୍ୟମନ୍ତ୍ରୀଙ୍କୁ ଯେଉଁ ପ୍ରଶଂସା କରିଛନ୍ତି, ତାହାକୁ ୫-ଟି ସଚିବ ଭି.କେ ପାଣ୍ଡିଆନ୍ ତାଙ୍କ ଇନଷ୍ଟାଗ୍ରାମରେ ଅପଲୋଡ କରିଛନ୍ତି । ରୋମର ବିଭିନ୍ନ ଐତିହାସିକ ସ୍ଥଳୀକୁ ମୁଖ୍ୟମନ୍ତ୍ରୀ ବୁଲି ଦେଖିଥିଲେ । ରୋମର ଜଣେ ସୁପ୍ରସିଦ୍ଧ ଐତିହାସିକ ମୁଖ୍ୟମନ୍ତ୍ରୀଙ୍କୁ ରୋମର ପୁରୁଣା ଐତିହ୍ୟ ଓ ସଂସ୍କୃତି ବିଷୟରେ ବୁଝାଇବାକୁ ଚେଷ୍ଟା କରିଥିଲେ । ହେଲେ ମୁଖ୍ୟମନ୍ତ୍ରୀ ରୋମର ପ୍ରାଚୀନ ଐତିହ୍ୟ ଓ ସଂସ୍କୃତି ବିଷୟରେ ଏହି ଐତିହାସିକ ଜଣଙ୍କୁ ଯେଉଁ ତଥ୍ୟ ଦେଇଥିଲେ ସେଥିରେ ଅଭିଭୂତ ହୋଇଥିଲେ ଐତିହାସିକ ।

ଜଣେ ବିଶ୍ୱ ପ୍ରସିଦ୍ଧ ଲେଖକ ଭାବେ ପରିଚିତ ମୁଖ୍ୟମନ୍ତ୍ରୀ, ରୋମର ଇତିହାସକୁ ନେଇ ଯେଉଁ ଜ୍ଞାନ ବଖାଣିଛନ୍ତି, ସେଥିରେ ରୋମର ଐତିହାସିକ ଜଣକ ଆଶ୍ଚର୍ଯ୍ୟ ହୋଇପଡିଥିଲେ । ପ୍ରାଚୀନ ଇତିହାସ କେବଳ ନୁହେଁ, ବିଶ୍ୱ ସାହିତ୍ୟ ଜଗତରେ ମଧ୍ୟ ଖ୍ୟାତି ସାଉଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର