ଗୋଟିଏ ଦିନ ବଢିଲା କଟକର ଐତିହାସିକ ବାଲିଯାତ୍ରା

The Sakala Picture
Published On

କଟକ : ଗୋଟିଏ ଦିନ ପାଇଁ ବଢିଲା କଟକର ଐତିହାସିକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଗୋଟିଏ ଦିନ ବୃଦ୍ଧି ହୋଇଛି ବାଲିଯାତ୍ରା। ଆସନ୍ତା ଗୁରୁବାର ପର୍ଯ୍ଯନ୍ତ ଚାଲିବ ଏହି ଯାତ୍ରା । ଏନେଇ ସୂଚନା ଦେଇଛନ୍ତି ସିଏମ୍‌ସି ମେୟର ସୁବାସ ସିଂହ । ସୂଚନା ଅନୁଯାୟୀ, ଗତ ୮ତାରିଖ କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିଲା ରାଜ୍ୟସ୍ତରୀୟ ବାଲିଯାତ୍ରା ମହୋତ୍ସବ । ଦୁଇ ବର୍ଷ ପରେ ବାଲିଯାତ୍ରା ହେଉଥିବାରୁ ଲୋକଙ୍କ ଭିତରେ ଉତ୍ସାହ ବୃଦ୍ଧି ପାଇଛି […]

କଟକ : ଗୋଟିଏ ଦିନ ପାଇଁ ବଢିଲା କଟକର ଐତିହାସିକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଗୋଟିଏ ଦିନ ବୃଦ୍ଧି ହୋଇଛି ବାଲିଯାତ୍ରା। ଆସନ୍ତା ଗୁରୁବାର ପର୍ଯ୍ଯନ୍ତ ଚାଲିବ ଏହି ଯାତ୍ରା । ଏନେଇ ସୂଚନା ଦେଇଛନ୍ତି ସିଏମ୍‌ସି ମେୟର ସୁବାସ ସିଂହ ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ସୂଚନା ଅନୁଯାୟୀ, ଗତ ୮ତାରିଖ କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିଲା ରାଜ୍ୟସ୍ତରୀୟ ବାଲିଯାତ୍ରା ମହୋତ୍ସବ । ଦୁଇ ବର୍ଷ ପରେ ବାଲିଯାତ୍ରା ହେଉଥିବାରୁ ଲୋକଙ୍କ ଭିତରେ ଉତ୍ସାହ ବୃଦ୍ଧି ପାଇଛି । ଉତ୍ସାହକୁ ଦୃଷ୍ଟିରେ ରଖି ଯାତ୍ରାର ଅବଧିକୁ ଆଉ ଦୁଇ ଦିନ ବଢ଼ାଇବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିଲା କଟକ ମହାନଗର ନିଗମ (ସିଏମ୍‌ସି) ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର