ଏଫ୍‌‌ଆଇଏଚ୍‌‌ ପ୍ରୋ-ଲିଗ୍‌‌ ହକି: ଉଦଘାଟନୀ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ପରାସ୍ତକଲା ଭାରତ

The Sakala Picture
Published On

ଭୁବନେଶ୍ବର: ବିଶ୍ୱ ହକିର ଅନ୍ୟତମ ଶ୍ରେଷ୍ଠ ପ୍ରତିଯୋଗିତା ଏଫ୍‌‌ଆଇଏଚ୍‌‌ ହକି ପ୍ରୋ-ଲିଗ୍‌‌ (ପୁରୁଷ)ର ୪ର୍ଥ ସଂସ୍କରଣ ଆଜି ଠାରୁ ଆରମ୍ଭ ହୋଇଛି। ସ୍ଥାନୀୟ ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଆଜି  ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଉଦଘାଟନୀ ମ୍ୟାଚରେ ଭାରତର ଦମଦାର ବିଜୟ ହୋଇଛି। ନ୍ୟୁଜିଲାଣ୍ଡକୁ ୪-୩ ଗୋଲରେ ହରାଇଛି ଭାରତ। ୩ୟ କ୍ୱାର୍ଟର ଶେଷ ସୁଦ୍ଧା ଭାରତ ୩-୨ ଗୋଲରେ ପଛୁଆ ଥିବା ଭାରତ ଶେଷ କ୍ୱାର୍ଟର ୨ଟି ଗୋଲ କରି ମ୍ୟାଚକୁ ନିଜ […]

ଭୁବନେଶ୍ବର: ବିଶ୍ୱ ହକିର ଅନ୍ୟତମ ଶ୍ରେଷ୍ଠ ପ୍ରତିଯୋଗିତା ଏଫ୍‌‌ଆଇଏଚ୍‌‌ ହକି ପ୍ରୋ-ଲିଗ୍‌‌ (ପୁରୁଷ)ର ୪ର୍ଥ ସଂସ୍କରଣ ଆଜି ଠାରୁ ଆରମ୍ଭ ହୋଇଛି। ସ୍ଥାନୀୟ ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଆଜି  ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଉଦଘାଟନୀ ମ୍ୟାଚରେ ଭାରତର ଦମଦାର ବିଜୟ ହୋଇଛି। ନ୍ୟୁଜିଲାଣ୍ଡକୁ ୪-୩ ଗୋଲରେ ହରାଇଛି ଭାରତ। ୩ୟ କ୍ୱାର୍ଟର ଶେଷ ସୁଦ୍ଧା ଭାରତ ୩-୨ ଗୋଲରେ ପଛୁଆ ଥିବା ଭାରତ ଶେଷ କ୍ୱାର୍ଟର ୨ଟି ଗୋଲ କରି ମ୍ୟାଚକୁ ନିଜ ସପକ୍ଷରେ ନେଇଥିଲା। ଏହି ମ୍ୟାଚକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଥିଲେ। ଆସନ୍ତା କାଲି ସ୍ପେନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

28 Oct 2022 By The Sakala

ଏଫ୍‌‌ଆଇଏଚ୍‌‌ ପ୍ରୋ-ଲିଗ୍‌‌ ହକି: ଉଦଘାଟନୀ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ପରାସ୍ତକଲା ଭାରତ

ଭୁବନେଶ୍ବର: ବିଶ୍ୱ ହକିର ଅନ୍ୟତମ ଶ୍ରେଷ୍ଠ ପ୍ରତିଯୋଗିତା ଏଫ୍‌‌ଆଇଏଚ୍‌‌ ହକି ପ୍ରୋ-ଲିଗ୍‌‌ (ପୁରୁଷ)ର ୪ର୍ଥ ସଂସ୍କରଣ ଆଜି ଠାରୁ ଆରମ୍ଭ ହୋଇଛି। ସ୍ଥାନୀୟ ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଆଜି  ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଉଦଘାଟନୀ ମ୍ୟାଚରେ ଭାରତର ଦମଦାର ବିଜୟ ହୋଇଛି। ନ୍ୟୁଜିଲାଣ୍ଡକୁ ୪-୩ ଗୋଲରେ ହରାଇଛି ଭାରତ। ୩ୟ କ୍ୱାର୍ଟର ଶେଷ ସୁଦ୍ଧା ଭାରତ ୩-୨ ଗୋଲରେ ପଛୁଆ ଥିବା ଭାରତ ଶେଷ କ୍ୱାର୍ଟର ୨ଟି ଗୋଲ କରି ମ୍ୟାଚକୁ ନିଜ ସପକ୍ଷରେ ନେଇଥିଲା। ଏହି ମ୍ୟାଚକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଥିଲେ। ଆସନ୍ତା କାଲି ସ୍ପେନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ ।

https://www.thesakala.in/latest-odisha-news/hockey-fih-pro-league-india-vs-new-zealand/article-16108
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର