ସ୍କୁଲ ପିଲାଙ୍କୁ ପଢ଼ାଯିବ ହକିର ବିଜୟ ଗାଥା, ୨୦୨୪ ଅଲମ୍ପିକ୍ସ ପାଇଁ ଭାରତୀୟ ଖେଳାଳିଙ୍କୁ ଶୁଭେଛା ବାର୍ତ୍ତା ଦେବେ ଛାତ୍ରଛାତ୍ରୀ

The Sakala Picture
Published On

ଭୁବନେଶ୍ବର: ଆଜି ସ୍କୁଲ ପିଲାଙ୍କୁ ପଢ଼ାଯିବ ହକିର ବିଜୟ ଗାଥା। ପ୍ରାର୍ଥନା ସଭାରେ ଏହାକୁ ପଢାଯିବ। ଏସିଆଡରେ ଭାରତୀୟ ହକି ଦଳକୁ ସ୍ଵର୍ଣ୍ଣ ମିଳିବା ପରେ ସରକାର ଏହି ନିଷ୍ପତି ନେଇଛନ୍ତି। ଏହା ସହ ୨୦୨୪ ଅଲମ୍ପିକ୍ସ ପାଇଁ ଭାରତୀୟ ଖେଳାଳିଙ୍କୁ ଶୁଭେଛା ବାର୍ତ୍ତା ମଧ୍ୟ ଦେବେ ଛାତ୍ରଛାତ୍ରୀ। ଛାତ୍ରଛାତ୍ରୀଙ୍କ ଭିତରେ ହକି ପାଇଁ ସଚେତନତା ସୃଷ୍ଟି କରିବା ଏହାର ଉଦ୍ଦେଶ୍ୟ। ରାଜ୍ୟ ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ କର୍ତ୍ତୃପକ୍ଷ, ଓଷେପା ପକ୍ଷରୁ ଦୁଇ ପୃଷ୍ଠା ହକି ଗାଥା […]

ଭୁବନେଶ୍ବର: ଆଜି ସ୍କୁଲ ପିଲାଙ୍କୁ ପଢ଼ାଯିବ ହକିର ବିଜୟ ଗାଥା। ପ୍ରାର୍ଥନା ସଭାରେ ଏହାକୁ ପଢାଯିବ। ଏସିଆଡରେ ଭାରତୀୟ ହକି ଦଳକୁ ସ୍ଵର୍ଣ୍ଣ ମିଳିବା ପରେ ସରକାର ଏହି ନିଷ୍ପତି ନେଇଛନ୍ତି। ଏହା ସହ ୨୦୨୪ ଅଲମ୍ପିକ୍ସ ପାଇଁ ଭାରତୀୟ ଖେଳାଳିଙ୍କୁ ଶୁଭେଛା ବାର୍ତ୍ତା ମଧ୍ୟ ଦେବେ ଛାତ୍ରଛାତ୍ରୀ। ଛାତ୍ରଛାତ୍ରୀଙ୍କ ଭିତରେ ହକି ପାଇଁ ସଚେତନତା ସୃଷ୍ଟି କରିବା ଏହାର ଉଦ୍ଦେଶ୍ୟ। ରାଜ୍ୟ ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ କର୍ତ୍ତୃପକ୍ଷ, ଓଷେପା ପକ୍ଷରୁ ଦୁଇ ପୃଷ୍ଠା ହକି ଗାଥା ସମ୍ବଳିତ ବାର୍ତ୍ତା ସବୁ ଜିଲ୍ଲା ଶିକ୍ଷା ଅଧିକାରୀ ମାନଙ୍କୁ ଦିଆଯାଇଛି। ଯାହାକୁ ପ୍ରାର୍ଥନା ସଭା ରେ ପାଠ କରାଯିବ।  ଏହାର ଫଟୋ ମଧ୍ୟ ଓସେପାକୁ ପଠେଇ ବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

09 Oct 2023 By The Sakala

ସ୍କୁଲ ପିଲାଙ୍କୁ ପଢ଼ାଯିବ ହକିର ବିଜୟ ଗାଥା, ୨୦୨୪ ଅଲମ୍ପିକ୍ସ ପାଇଁ ଭାରତୀୟ ଖେଳାଳିଙ୍କୁ ଶୁଭେଛା ବାର୍ତ୍ତା ଦେବେ ଛାତ୍ରଛାତ୍ରୀ

ଭୁବନେଶ୍ବର: ଆଜି ସ୍କୁଲ ପିଲାଙ୍କୁ ପଢ଼ାଯିବ ହକିର ବିଜୟ ଗାଥା। ପ୍ରାର୍ଥନା ସଭାରେ ଏହାକୁ ପଢାଯିବ। ଏସିଆଡରେ ଭାରତୀୟ ହକି ଦଳକୁ ସ୍ଵର୍ଣ୍ଣ ମିଳିବା ପରେ ସରକାର ଏହି ନିଷ୍ପତି ନେଇଛନ୍ତି। ଏହା ସହ ୨୦୨୪ ଅଲମ୍ପିକ୍ସ ପାଇଁ ଭାରତୀୟ ଖେଳାଳିଙ୍କୁ ଶୁଭେଛା ବାର୍ତ୍ତା ମଧ୍ୟ ଦେବେ ଛାତ୍ରଛାତ୍ରୀ। ଛାତ୍ରଛାତ୍ରୀଙ୍କ ଭିତରେ ହକି ପାଇଁ ସଚେତନତା ସୃଷ୍ଟି କରିବା ଏହାର ଉଦ୍ଦେଶ୍ୟ। ରାଜ୍ୟ ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ କର୍ତ୍ତୃପକ୍ଷ, ଓଷେପା ପକ୍ଷରୁ ଦୁଇ ପୃଷ୍ଠା ହକି ଗାଥା ସମ୍ବଳିତ ବାର୍ତ୍ତା ସବୁ ଜିଲ୍ଲା ଶିକ୍ଷା ଅଧିକାରୀ ମାନଙ୍କୁ ଦିଆଯାଇଛି। ଯାହାକୁ ପ୍ରାର୍ଥନା ସଭା ରେ ପାଠ କରାଯିବ।  ଏହାର ଫଟୋ ମଧ୍ୟ ଓସେପାକୁ ପଠେଇ ବାକୁ ନିର୍ଦ୍ଦେଶ ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର