ମନୋରଞ୍ଜନ
ଓଡ଼ିଶା
ପଞ୍ଚାୟତିରାଜ ଦିବସ ପାଇଁ ଆସନ୍ତାକାଲି ରାଜ୍ଯର ସମସ୍ତ ସ୍କୁଲ, କଲେଜ୍ ଓ ବିଶ୍ୱବିଦ୍ୟାଳୟ ଛୁଟି
ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ ପାଳନ ହେବ ପଞ୍ଚାୟତିରାଜ ଦିବସ । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ସ୍କୁଲ, କଲେଜ୍ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକ ଛୁଟି ଘୋଷଣା କରାଯାଇଛି । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । 5th March’ 2021 is declared a holiday for State Universities and Colleges, coming under HE Department, in view of Panchayati Raj Divas. 👇🏽 pic.twitter.com/gOW6knMwLn — ଉଚ୍ଚଶିକ୍ଷା […]
ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟରେ ପାଳନ ହେବ ପଞ୍ଚାୟତିରାଜ ଦିବସ । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ସ୍କୁଲ, କଲେଜ୍ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକ ଛୁଟି ଘୋଷଣା କରାଯାଇଛି । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର
5th March’ 2021 is declared a holiday for State Universities and Colleges, coming under HE Department, in view of Panchayati Raj Divas. 👇🏽 pic.twitter.com/gOW6knMwLn
ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !— ଉଚ୍ଚଶିକ୍ଷା ବିଭାଗ, ଓଡିଶା ସରକାର 🇮🇳 (@DHE_Odisha) March 4, 2021






