ଲୋକସେବା ଭବନରେ ୨ଟି ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ଲୋକସେବା ଭବନରେ ୨ଟି ଏନଏଚ ପ୍ରକଳ୍ପର ଉଦଘାଟନ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାମାକ୍ଷାନଗର-ଡୁବୁରୀ ୪ ଥାକିଆ NH ଏବଂ ମୋଟେର-ବାନେର NH ଭାୟା ଲଡୁଗାଁର ଶୁଭାରମ୍ଭ ହୋଇଛି । ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି, ଲୋକଙ୍କ ଉନ୍ନତିରେ ମୋ ସରକାରର ବିଶ୍ୱାସ । ମୋ ସରକାର ଯୋଗାଯୋଗର ଉନ୍ନତି ବିଶ୍ବାସ କରେ । ସ୍ୱାଭିମାନ ଅଞ୍ଚଳକୁ ସଂଯୋଗ କରୁଛି ଗୁରୁପ୍ରିୟା ସେତୁ । ବିଜୁ […]

ଭୁବନେଶ୍ବର: ଲୋକସେବା ଭବନରେ ୨ଟି ଏନଏଚ ପ୍ରକଳ୍ପର ଉଦଘାଟନ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାମାକ୍ଷାନଗର-ଡୁବୁରୀ ୪ ଥାକିଆ NH ଏବଂ ମୋଟେର-ବାନେର NH ଭାୟା ଲଡୁଗାଁର ଶୁଭାରମ୍ଭ ହୋଇଛି । ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି, ଲୋକଙ୍କ ଉନ୍ନତିରେ ମୋ ସରକାରର ବିଶ୍ୱାସ । ମୋ ସରକାର ଯୋଗାଯୋଗର ଉନ୍ନତି ବିଶ୍ବାସ କରେ । ସ୍ୱାଭିମାନ ଅଞ୍ଚଳକୁ ସଂଯୋଗ କରୁଛି ଗୁରୁପ୍ରିୟା ସେତୁ । ବିଜୁ ଏକ୍ସପ୍ରେସ ଓ୍ୱେରେ ମଧ୍ୟ ଯୋଗାଯୋଗ ବଢ଼ିଛି । ନିକଟରେ ଦୁଇଟି ବିମାନବନ୍ଦର କାର୍ଯ୍ୟକ୍ଷମ ହୋଇଛି । ଜୟପୁର ଓ ଉତ୍କେଳା ବିମାନବନ୍ଦର କାର୍ଯ୍ୟକ୍ଷମ ହୋଇଛି । ଆଉ ଗୋଟିଏ ବିମାନବନ୍ଦରର କାମ ଚାଲିଛି । ବିକାଶ କାମରେ ସହଯୋଗ କରୁଥିବାରୁ କେନ୍ଦ୍ରକୁ ଧନ୍ୟବାଦ ।

ଆହୁରି ପଢ଼ନ୍ତୁ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

05 Aug 2023 By The Sakala

ଲୋକସେବା ଭବନରେ ୨ଟି ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଲୋକସେବା ଭବନରେ ୨ଟି ଏନଏଚ ପ୍ରକଳ୍ପର ଉଦଘାଟନ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାମାକ୍ଷାନଗର-ଡୁବୁରୀ ୪ ଥାକିଆ NH ଏବଂ ମୋଟେର-ବାନେର NH ଭାୟା ଲଡୁଗାଁର ଶୁଭାରମ୍ଭ ହୋଇଛି । ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି, ଲୋକଙ୍କ ଉନ୍ନତିରେ ମୋ ସରକାରର ବିଶ୍ୱାସ । ମୋ ସରକାର ଯୋଗାଯୋଗର ଉନ୍ନତି ବିଶ୍ବାସ କରେ । ସ୍ୱାଭିମାନ ଅଞ୍ଚଳକୁ ସଂଯୋଗ କରୁଛି ଗୁରୁପ୍ରିୟା ସେତୁ । ବିଜୁ ଏକ୍ସପ୍ରେସ ଓ୍ୱେରେ ମଧ୍ୟ ଯୋଗାଯୋଗ ବଢ଼ିଛି । ନିକଟରେ ଦୁଇଟି ବିମାନବନ୍ଦର କାର୍ଯ୍ୟକ୍ଷମ ହୋଇଛି । ଜୟପୁର ଓ ଉତ୍କେଳା ବିମାନବନ୍ଦର କାର୍ଯ୍ୟକ୍ଷମ ହୋଇଛି । ଆଉ ଗୋଟିଏ ବିମାନବନ୍ଦରର କାମ ଚାଲିଛି । ବିକାଶ କାମରେ ସହଯୋଗ କରୁଥିବାରୁ କେନ୍ଦ୍ରକୁ ଧନ୍ୟବାଦ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର