ସକାଳୁ ଅସହ୍ୟ ତାତି: ସାଢ଼େ ୮ଟା ସୁଦ୍ଧା ଭଦ୍ରକ ସବୁଠୁ ଉତ୍ତପ୍ତ

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ଭଦ୍ରକ ୩୫.୬ ଡ଼ିଗ୍ରୀ ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ବାଲେଶ୍ୱରରେ ୩୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଆଜି ସକାଳ ୮ ଟା ୩୦ ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା- ଭଦ୍ରକ: […]

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ଭଦ୍ରକ ୩୫.୬ ଡ଼ିଗ୍ରୀ ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ବାଲେଶ୍ୱରରେ ୩୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଆଜି ସକାଳ ୮ ଟା ୩୦ ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା-

ଭଦ୍ରକ: 35.6°C
ବାଲେଶ୍ୱର: 35.4°C
ଫୁଲବାଣୀ: 34.6°C
ଭୁବନେଶ୍ୱର: 34.4°C
କଟକ: 34.2°C
କେନ୍ଦୁଝର: 34°C
ବାରିପଦା: 34°C
କେନ୍ଦ୍ରାପଡ଼ା: 33.4°C
ରାଉରକେଲା: 33.4°C
ଚାନ୍ଦବାଲି: 33.2°C
ପୁରୀ:33°C
ସୋନପୁର: 32.4°C
ଟିଟିଲାଗଡ଼: 32.4°C
ଜଗତସିଂହପୁର: 32.2°

About The Author: The Sakala