ଗୃହ ଆରମ୍ଭରୁ ହଟ୍ଟଗୋଳ, ୧୧ ଟା ୩୦ ମିନିଟ୍ ପର୍ଯ୍ଯନ୍ତ ମୁଲତବୀ

The Sakala Picture
Published On

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ୟ୍ୟାୟ ଆରମ୍ଭରୁ ହିଁ ବିରୋଧୀ ହଟ୍ଟଗୋଳ କରିଛନ୍ତି । ପ୍ରଶ୍ନକାଳ ଆରମ୍ଭରୁ ଧାନ ମଣ୍ଡି ସମସ୍ୟା ନେଇ କଂଗ୍ରେସ ବିଧାୟକ ହୋହଲ୍ଲା କରିଛନ୍ତି। ଫଳରେ ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ର ଦିନ ୧୧ ଟା ୩୦ ମିନିଟ ପର୍ଯ୍ଯନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଧାନକିଣା ପ୍ରସଙ୍ଗରେ ବିରୋଧୀ ବିଜେପି ସଦସ୍ୟ ମଧ୍ୟ ହଟ୍ଟଗୋଳ କରିଛନ୍ତି । ସୂଚନା ଯୋଗ୍ୟ ଯେ, ଆଜିଠାରୁ ବିଧାନସଭାର ଦ୍ବିତୀୟ ପର୍ୟ୍ୟାୟ ବଜେଟ୍ ଅଧିବେଶନ […]

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ୟ୍ୟାୟ ଆରମ୍ଭରୁ ହିଁ ବିରୋଧୀ ହଟ୍ଟଗୋଳ କରିଛନ୍ତି । ପ୍ରଶ୍ନକାଳ ଆରମ୍ଭରୁ ଧାନ ମଣ୍ଡି ସମସ୍ୟା ନେଇ କଂଗ୍ରେସ ବିଧାୟକ ହୋହଲ୍ଲା କରିଛନ୍ତି। ଫଳରେ ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ର ଦିନ ୧୧ ଟା ୩୦ ମିନିଟ ପର୍ଯ୍ଯନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଧାନକିଣା ପ୍ରସଙ୍ଗରେ ବିରୋଧୀ ବିଜେପି ସଦସ୍ୟ ମଧ୍ୟ ହଟ୍ଟଗୋଳ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ, ବିଦ୍ୟୁତ ସଂଯୋଗ ପାଇଁ ନେଉଥିଲେ ୨୦ ହଜାର ଲାଞ୍ଚ

ସୂଚନା ଯୋଗ୍ୟ ଯେ, ଆଜିଠାରୁ ବିଧାନସଭାର ଦ୍ବିତୀୟ ପର୍ୟ୍ୟାୟ ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ଏହି ପର୍ଯ୍ଯାୟରେ ବିଭିନ୍ନ ବିଭାଗର ଖର୍ଚ୍ଚଦାବି ଉପରେ ଆଲୋଚନା ହେବ । ଏହା ସହିତ ବ୍ୟୟ ମଞ୍ଜୁରୀ ବିଲ ଗୃହୀତ ହେବ। ଅନ୍ୟପଟେ ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର ଆଣ୍ଟିଜେନ ଟେଷ୍ଟ କରାଯାଇଛି । ଯେଉଁମାନଙ୍କ ରିପୋର୍ଟ ନେଗେଟିଭ୍ ଆସିଛି, ସେମାନଙ୍କୁ ଗୃହରେ ପ୍ରବେଶ ପାଇଁ ଅନୁମତି ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ ଇତିହାସ ରଚିଲେ ଏଲନ ମସ୍କ: ମୋଟ ସମ୍ପତ୍ତି ୮୦୦ ବିଲିୟନ ଡଲାର ପାର୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp