ବିଧାନସଭା ଅପଡ଼େଟ୍: ହୁଇସିଲ ମାରି କଂଗ୍ରେସର ପ୍ରତିବାଦ, ଦିନ ୧୨ ଟା ଯାଏଁ ଗୃହ ମୁଲତବି କଲେ ବାଚସ୍ପତି

The Sakala Picture
Published On

ଭୁବନେଶ୍ବର: ବିଧାନସଭା ବଜେଟ୍‌ ଅଧିବେଶନ। ଆଜି ବିଧାନସଭାରେ ଦେଖିବାକୁ ମିଳିଥିବା ରୋଚକ ଦୃଶ୍ୟ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୋକ ପ୍ରସ୍ତାବ ଆଗତ କରିଥିଲେ। ଗୃହରେ ଏହାକୁ ସମର୍ଥନ ଜଣାଇଥିଲେ ବିରୋଧୀ । ତେବେ ଏହାପରେ କିନ୍ତୁ ଆରମ୍ଭ ହେଇଯାଇଥିଲା କଂଗ୍ରେସ ବିଧାୟକଙ୍କ ପ୍ରତିବାଦ । ନାରୀ ସୁରକ୍ଷା ଦାବି କରି ବିଧାୟକମାନେ ହଟ୍ଟଗୋଳ କରିବା ସହ ପୋଡିୟମ ତଳେ ନାରାବାଜି କରିଥିଲେ । ବିଧାନସଭା ଭିତରେ ହୁଇସିଲ୍ ବଜେଇ ପ୍ରତିବାଦ କରିଥିଲେ କଂଗ୍ରେସ ବିଧାୟକ । ବାଚସ୍ପତି […]

ଭୁବନେଶ୍ବର: ବିଧାନସଭା ବଜେଟ୍‌ ଅଧିବେଶନ। ଆଜି ବିଧାନସଭାରେ ଦେଖିବାକୁ ମିଳିଥିବା ରୋଚକ ଦୃଶ୍ୟ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୋକ ପ୍ରସ୍ତାବ ଆଗତ କରିଥିଲେ। ଗୃହରେ ଏହାକୁ ସମର୍ଥନ ଜଣାଇଥିଲେ ବିରୋଧୀ । ତେବେ ଏହାପରେ କିନ୍ତୁ ଆରମ୍ଭ ହେଇଯାଇଥିଲା କଂଗ୍ରେସ ବିଧାୟକଙ୍କ ପ୍ରତିବାଦ । ନାରୀ ସୁରକ୍ଷା ଦାବି କରି ବିଧାୟକମାନେ ହଟ୍ଟଗୋଳ କରିବା ସହ ପୋଡିୟମ ତଳେ ନାରାବାଜି କରିଥିଲେ । ବିଧାନସଭା ଭିତରେ ହୁଇସିଲ୍ ବଜେଇ ପ୍ରତିବାଦ କରିଥିଲେ କଂଗ୍ରେସ ବିଧାୟକ । ବାଚସ୍ପତି ବାରମ୍ବାର ହୁଇସିଲ୍ ବଜାଇବା ବନ୍ଦ କରିବାକୁ ମନା କରିଥିଲେ ବି, ବିଧାୟକମାନେ ହୁଇସିଲ୍ ବଜାଇବା ବନ୍ଦ କରିନଥିଲେ । ଯାହାପରେ ବାଚସ୍ପତି ଗୃହକୁ ମଧ୍ୟାହ୍ନ ୧୨ଟା ଯାଏଁ ମୁଲତବି ଘୋଷଣା କରିଥିଲେ ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

20 Mar 2025 By The Sakala

ବିଧାନସଭା ଅପଡ଼େଟ୍: ହୁଇସିଲ ମାରି କଂଗ୍ରେସର ପ୍ରତିବାଦ, ଦିନ ୧୨ ଟା ଯାଏଁ ଗୃହ ମୁଲତବି କଲେ ବାଚସ୍ପତି

ଭୁବନେଶ୍ବର: ବିଧାନସଭା ବଜେଟ୍‌ ଅଧିବେଶନ। ଆଜି ବିଧାନସଭାରେ ଦେଖିବାକୁ ମିଳିଥିବା ରୋଚକ ଦୃଶ୍ୟ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୋକ ପ୍ରସ୍ତାବ ଆଗତ କରିଥିଲେ। ଗୃହରେ ଏହାକୁ ସମର୍ଥନ ଜଣାଇଥିଲେ ବିରୋଧୀ । ତେବେ ଏହାପରେ କିନ୍ତୁ ଆରମ୍ଭ ହେଇଯାଇଥିଲା କଂଗ୍ରେସ ବିଧାୟକଙ୍କ ପ୍ରତିବାଦ । ନାରୀ ସୁରକ୍ଷା ଦାବି କରି ବିଧାୟକମାନେ ହଟ୍ଟଗୋଳ କରିବା ସହ ପୋଡିୟମ ତଳେ ନାରାବାଜି କରିଥିଲେ । ବିଧାନସଭା ଭିତରେ ହୁଇସିଲ୍ ବଜେଇ ପ୍ରତିବାଦ କରିଥିଲେ କଂଗ୍ରେସ ବିଧାୟକ । ବାଚସ୍ପତି ବାରମ୍ବାର ହୁଇସିଲ୍ ବଜାଇବା ବନ୍ଦ କରିବାକୁ ମନା କରିଥିଲେ ବି, ବିଧାୟକମାନେ ହୁଇସିଲ୍ ବଜାଇବା ବନ୍ଦ କରିନଥିଲେ । ଯାହାପରେ ବାଚସ୍ପତି ଗୃହକୁ ମଧ୍ୟାହ୍ନ ୧୨ଟା ଯାଏଁ ମୁଲତବି ଘୋଷଣା କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର