ରାଜ୍ଯରେ ୨୪ ଘଣ୍ଟାରେ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରୋ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, ବୈଦ, କଳାହାଣ୍ଡି ଏବଂ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିିଛି ଆଇଏମ୍‌ଡି। ଏହା ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକର ଗୋଟିଏ […]

ଭୁବନେଶ୍ୱର: ରାଜ୍ଯରୋ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଲଜ୍ଜା: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, ବୈଦ, କଳାହାଣ୍ଡି ଏବଂ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିିଛି ଆଇଏମ୍‌ଡି। ଏହା ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ଏହିସବୁ ସ୍ଥାନରେ ଆଇଏମ୍‌ଡି ୟେଲୋ ୱାର୍ଣ୍ଣିଂ ଜାରି କରିିଛି।

ଆହୁରି ପଢ଼ନ୍ତୁ: ଦୁଗ୍ଧ ଚାଷୀଙ୍କୁ ଲିଟର ପିଛା ୨ ଟଙ୍କା ଅଧିକ ଦେବାକୁ ଓମ୍‌ଫେଡ୍ ପକ୍ଷରୁ ନିଷ୍ପତ୍ତି, ସେପ୍ଟେମ୍ବର ୧୧ରୁ ଲାଗୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର